13 ତେଇ ଜିସୁ ଆତ୍ ଲାମାଇ ତାକେ ଚିଇ କରି କଇଲା, “ମୁଇ ମନ୍ କଲିନି, ତୁଇ ସୁକଲ୍ ଅ ।” ଦାପ୍ରେସେ ତାର୍ ବଡ୍ ରଗ୍ ଚାଡିଗାଲା ।
ତେଇ ଜିସୁ ଆତ୍ ଲାମାଇ ତାକେ ଚିଇ କଇଲା, “ମୁଇ ମନ୍ କଲିନି, ସୁକଲ୍ ଅ ।” ଜିସୁ ଏତ୍କି କଇଲା ଦାପ୍ରେ ସେ ଲକ୍ ବଡ୍ ରଗେଅନି ନିକ ଅଇଲା ।
ତେଇ ସେ ସିମନର୍ ସାତ୍ରିର୍ ଲଗେ ଟିଆଅଇ ଜର୍କେ ଦମ୍କାଇଲା ଆରି ତାକେ ଜର୍ ଚାଡିଗାଲା । ସେଦାପ୍ରେ ସେ ଉଟିକରି ସେମନ୍କେ ସେବା କର୍ବାର୍ ଦାର୍ଲା ।
ତରେକ୍ ଜିସୁ ଗଟେକ୍ ନଅରେ ରଇଲାବେଲେ ଗଟେକ୍ ଗୁଲାଇ ଗାଗଡେ ବଡ୍ରଗ୍ ଅଇରଇବା ଲକ୍ ତେଇ ରଇଲା । ସେ ଡାଣ୍ଡାସନ୍ ପଡି ମୁ ବୁଏଁ ଚିଆଇ ଜିସୁକେ ବାବୁଜିଆ କରି କଇଲା, “ଏ ମାପ୍ରୁ, ତମେ ଜଦି ମନ୍କଲୁସ୍ନି ବଇଲେ, ମକେ ନିକ କରିପାରୁସ୍ ।”
ଆରି ଜିସୁ ତାକେ ଆଦେସ୍ ଦେଇ କଇଲା, “ଏ କାତା କାକେ କ ନାଇ । ମାତର୍ ପୁଜାରିର୍ ଲଗେ ଜା ଆରି ସେ ତକେ ପରିକା କରି ଦେକ । ତୁଇ, ‘ନିକ ଅଇଲିଆଚି’ ବଲି ବିନ୍ ଲକର୍ ଟାନେ ସାକିଦେବାକେ ମସାର୍ ଆଦେସ୍ ଇସାବେ ବିରୁ ଦେସ୍ ।”