ଲୁକ୍ 5:14 - ସତିଅର୍ ବାଟ୍ ନୁଆ ନିୟମ୍ 202014 ଆରି ଜିସୁ ତାକେ ଆଦେସ୍ ଦେଇ କଇଲା, “ଏ କାତା କାକେ କ ନାଇ । ମାତର୍ ପୁଜାରିର୍ ଲଗେ ଜା ଆରି ସେ ତକେ ପରିକା କରି ଦେକ । ତୁଇ, ‘ନିକ ଅଇଲିଆଚି’ ବଲି ବିନ୍ ଲକର୍ ଟାନେ ସାକିଦେବାକେ ମସାର୍ ଆଦେସ୍ ଇସାବେ ବିରୁ ଦେସ୍ ।” အခန်းကိုကြည့်ပါ။ |