15 ମାତର୍ ଜିସୁର୍ କବର୍ ଗୁଲାଇ ଚାରିବେଡ୍ତିର୍ଲକ୍ ଜାନ୍ଲାଇ । ତାର୍ କାତା ସୁନ୍ବାପାଇ ଆରି ନିଜର୍ ନିଜର୍ ରଗେଅନି ନିକ ଅଉଁବଲି ଗାଦି ଲକ୍ମନ୍ ଟୁଲ୍ଅଇବାର୍ ଦାର୍ଲାଇ ।
ଏ ଗଟ୍ନାର୍ କବର୍ ସେ ଜାଗାର୍ ଗୁଲାଇ ବାଟର୍ ଲକ୍ ସୁନ୍ଲାଇ ।
ମାତର୍ ସେମନ୍ ବାରଇ ଜାଇ ଜିସୁର୍ ଏ କରିରଇବାଟା ଗୁଲାଇ ଦେସେ ଜାନାଇଲାଇ ।
ସେଡ୍କିବେଲେ ଜିସୁର୍ କାତା ଗାଲିଲିର୍ ଚାରିବେଡ୍ତିର୍ ଗାଉଁମନ୍କେ କେଟିଗାଲା ।
ମାତର୍ ସେଲକ୍ ବାରଇ ଜାଇ ଜିସୁ ସୁକଲ୍ କରିରଇବା କବର୍ ଏତେକ୍ ରାଟୁକରି କଇବୁଲ୍ଲାଇ ଜେ, ଜିସୁ ଲକ୍ମନର୍ ଦେକ୍ତେ ଦେକ୍ତେ କନ୍ ଗାଉଁମନ୍କେ ମିସା ଜାଇ ପୁରି ନାପାର୍ଲା । ମାତର୍ ବାଇରେ ଜାଇ ଚିମ୍ରା ଜାଗାମନ୍କେ ରଇଲା । ଅଇଲେ ମିସା ଲକ୍ମନ୍ ଚାରିଦିଗେ ଅନି ତାର୍ ଲଗେ ଆଇବାର୍ଦାର୍ଲାଇ ।
ସେଡ୍କିବେଲେ ଜିସୁ ସିସ୍ମନର୍ ସଙ୍ଗ୍ ଲକ୍ମନର୍ଟାନେଅନି ବେଗ୍ଲି କରି, ସମ୍ଦୁର୍ କଣ୍ଡିବାଟେ ବାରଇ ଗାଲା । ଆରି ଗାଲିଲି ଅନି ବେସି ଲକ୍ ତାର୍ ପଚେ ପଚେ ଆଇଲାଇ, ଆରି ଜିଉଦା,
ଏତ୍କି ବିତ୍ରେ ଅଜାର୍ ଅଜାର୍ ଲକ୍ ଟୁଲ୍ଅଇକରି, ତାକର୍ ତାକର୍ ବିତ୍ରେ ମାଣ୍ଡାଚୁଣ୍ଡା ଅଇଜାଇତେ ରଇଲାଇ, ସେଡ୍କିବେଲେ ଜିସୁ ପର୍ତୁମ୍ ନିଜର୍ ସିସ୍ମନ୍କେ କଇବାର୍ ଦାର୍ଲା, “ପାରୁସିମନର୍ କମିର୍ ପାରା କପଟ୍ ତେଇଅନି ଜାଗ୍ରତ୍ ଅଇରୁଆ ।
ତରେକ୍ ବେସି ଲକ୍ମନ୍ ଜିସୁର୍ ସଙ୍ଗ୍ ଜାଇତେ ରଇଲାଇ । ଆରି ସେ ପଚ୍ବାଟେ ବୁଲିକରି ସେମନ୍କେ କଇଲା ।
ଆରି ବେସି ଲକ୍ମନ୍ ତାର୍ ପଚେ ପଚେ ଗାଲାଇ । କାଇକେ ବଇଲେ ସେ ରଗି ଲକ୍ମନ୍କେ ତାର୍ କାବାଅଇଜିବା ବପୁ ସଙ୍ଗ୍ ନିମାନ୍ କର୍ବାଟା ସେମନ୍ ଦେକି ରଇଲାଇ ।
ସେନ୍ତାରିସେ କେତେ ଲକ୍ କର୍ବା ନିକ ବିସଇ ସବୁକେ ଡିସ୍ସି । ସେମନ୍ କର୍ବା ନିକ ବିସଇ ଦାପ୍ରେ ନ ଡିସ୍ଲେ ମିସା କେତେଦିନ୍ ପଚେ, ସେଟା ଲକ୍ମନ୍ ଜାନ୍ବାଇ ।