ଲୁକ୍ 5:17 - ସତିଅର୍ ବାଟ୍ ନୁଆ ନିୟମ୍ 202017 ଦିନେକ୍ ଜିସୁ ସିକିଆ ଦେଇତେରଇଲା । ତେଇ ଗାଲିଲିର୍ ସବୁ ଗାଏଁଅନି, ଜିଉଦା ଆରି ଜିରୁସାଲମେଅନି ଆସିରଇବା ପାରୁସିମନ୍ ଆରି ନିଅମ୍ ସିକାଉମନ୍ ତେଇ ବସିରଇଲାଇ । ଆରି ରଗିମନ୍କେ ନିକ କର୍ବାକେ ମାପ୍ରୁର୍ ବପୁ, ଜିସୁକେ ରଇଲା । အခန်းကိုကြည့်ပါ။ |