23 କାଇଟା ଉପାସ୍ କାତା ? ତର୍ ସବୁ ପାପ୍ କେମା ଅଇଗାଲା ବଲି କଇବାଟା, କି ଉଟିକରି ଇଣ୍ଡି ଜା ବଲି କଇବାଟା ?
ଆରି ତେଇ ଲକ୍ମନ୍ ଗଟେକ୍ ଚେରେଙ୍ଗ୍ ରଗିକେ ବଇକରି ତାର୍ ଲଗେ ଆନ୍ଲାଇ । ଚେରେଙ୍ଗ୍ ରଗି ଅଚ୍ନାଇ ସଇରଇଲା । ସେ ଲକ୍ମନର୍ ବିସ୍ବାସ୍ ଦେକି ରଗିକେ କଇଲା, “ସାଆସ୍ ଦାର୍, ତର୍ ସବୁ ପାପ୍ କେମା ଅଇଗାଲା ।”
'ତମର୍ ପାପ୍ସବୁ କେମା ଅଇଗାଲା ବଲି କଇବାଟା ସଅଜ୍ କି 'ଉଟିକରି, ଇଣ୍ଡିଜା ବଲି କଇବାଟା ଅଦିକ୍ ସଅଜ୍ ?
କନ୍ଟା କର୍ବାଟା ସଅଜ୍ ଅଇଲାନି ? ବାବୁରେ ‘ମୁଇ ତର୍ ପାପ୍ କେମା କରିଦେଲି ।’ ବଲି କଇବାଟା, କି ‘ଉଟ୍ ତର୍ କଟ୍ ବଇ ଇଣ୍ଡିଜା ।’ ବଲ୍ବାଟା ?
ତେଇ ସେମନ୍ ମନେ ମନେ କୁଆବଲା ଅଇବାଟା ଜାନିକରି ସେମନ୍କେ ଜିସୁ କଇଲା, “ତମେ କାଇକେ ସବୁଲକ୍ ନିଜର୍ ମନେ ମନେ ଏନ୍ତାରି କୁଆବଲା ଅଇଲାସ୍ନି ?
ମାତର୍ ପୁର୍ତିବିର୍ ସବୁ ପାପ୍ କେମା କର୍ବାକେ ପର୍ମେସରର୍ ଟାନେଅନି ଆଇଲା ନର୍ପିଲା ମର୍ ଅଦିକାର୍ଆଚେ ।” ଏଟା ତମେ ଜେନ୍ତି ଜାନିପାରାସ୍ । ଏଟାର୍ପାଇ ଜିସୁ ଚେରେଙ୍ଗ୍ବାତ୍ ଦାର୍ଲା ରଗିକେ କଇଲା, “ମୁଇ ତକେ କଇଲିନି, ଉଟ୍ ନିଜର୍ ବିଚ୍ନା ଦାରି ଗରେ ଜା ।”
ଆରି ଜିସୁ ସେ ମାଇଜିକେ କଇଲା, “ତର୍ ସବୁ ପାପ୍ କେମା ଅଇଲା ଆଚେ ।”