28 ତେଇ ଲେବି ସବୁଜାକ ଚାଡିଦେଇ ଉଟିକରି ଜିସୁର୍ ସଙ୍ଗ୍ ଜିବାର୍ଦାର୍ଲା ।
ତେଇ ସେମନ୍ ସବୁ ତାକର୍ ଡଙ୍ଗା କଣ୍ଡି ଆନି ଚାଡିଦେଇକରି ଜିସୁର୍ ପଚେ ପଚେ ଗାଲାଇ ।
ଆରି ଲେବି ଜିସୁର୍ପାଇ ନିଜର୍ ଗରେ, ଗଟେକ୍ ବଡ୍ ବଜିକଲା । ତେଇ ସିସ୍ତୁମାଙ୍ଗୁମନ୍, ଅଦିକ୍ ଲକ୍ ଆରି ବିନ୍ ବିନ୍ ଲକ୍ମନର୍ ସଙ୍ଗ୍ ସେ କାଇବାକେ ବସ୍ଲା ।