3 ସେ ଡଙ୍ଗାମନର୍ ବିତ୍ରେଅନି ଜନ୍ଟା କେଉଟ୍ ସିମନର୍ଟା ରଇଲା, ଜିସୁ ତେଇ ଚଗିକରି “କଣ୍ଡିତେଇଅନି କଣ୍ଡେକ୍ ଦୁର୍ ପାନିତେଇ ଚାଲାଇନେ ।” ବଲି ସିମନ୍କେ କଇଲା, ଆରି ଡଙ୍ଗାଇ ବସିକରି ସିକିଆ ଦେବାର୍ ଦାର୍ଲା ।
ଜିସୁ ଗାଲିଲି ସମ୍ଦୁର୍ ପାଲି ରଇବା ଜାଗାମନ୍କେ ବୁଲ୍ବାବେଲେ ସିମନ୍ ଜାକେ କି ପିତର୍ ବଲି କଇବାଇ, ଆରି ତାର୍ ବାଇ ଆନ୍ଦ୍ରିୟ, ଏ ଦୁଇ ଲକ୍କେ ବେଟ୍ ଅଇଲା । ଏ ଦୁଇ ବାଇ ଗାଡେ ବଇଜାଲ୍ ମାରି ମାଚ୍ ଦାର୍ତେରଇଲାଇ ।
କାଇକେବଇଲେ ସେ ବେସି ଲକ୍ମନ୍କେ ନିମାନ୍ କଲାଜେ ଜର୍ଦୁକା ଅଇରଇବା ଲକ୍ମନ୍ ତାକେ ଚିଉଁ ବଲି ଉପ୍ରେ ଡାବିଅଇ ଜାଇତେରଇଲାଇ ।
ସେଡ୍କିବେଲେ ଚିପାଟେଲା ରଇଲାକେ, ଲକ୍ମନ୍ ଜେନ୍ତିକି ଉପ୍ରେ ଡାବି ନ ଅଅତ୍, ତେବର୍ ପାଇ ଜିସୁ ସିସ୍ମନ୍କେ ତାର୍ପାଇ ଗଟେକ୍ ସାନ୍ଟା ଡଙ୍ଗା ଆନି ଜାଗାଇବାକେ ତିଆର୍ଲା ।
ସେଡ୍କିବେଲେ ସେ ଗାଡ୍କଣ୍ଡି ଦୁଇଟା ଡଙ୍ଗା ରଇଲାଟା ଦେକ୍ଲା, କେଉଟ୍ମନ୍ ଡଙ୍ଗାଇଅନି ଉତ୍ରି ଜାଲ୍ ଦଇତେରଇଲାଇ ।
ତାର୍ ଆର୍କର୍ ଦିନର୍ ସାକାଲେ ସେ ମନ୍ଦିରେ ବାଉଡି ଆଇଲା ଆରି ତେଇ ସବୁଲକ୍ ତାର୍ଲଗେ ରୁଣ୍ଡ୍ଲାଇଜେ, ସେ ବସିକରି ସେମନ୍କେ ସିକାଇବାର୍ ଦାର୍ଲା ।