32 ମୁଇ ଦରମ୍ ଲକ୍ବଲି ନିଜ୍କେ ବାବ୍ବା ଲକ୍ମନର୍ ପାଇ ଆସିନାଇ, ମାତର୍ ପାପି ଲକ୍ମନ୍କେ ପାପେଅନି ମନ୍ ବାଦ୍ଲାଇବାକେ ଆଇଲିଆଚି ।”
ଏ ସାନ୍ ପିଲାମନର୍ ବିତ୍ରେ ଅନି ଗଟେକ୍କେ ମିସା ଇନ୍କରା ନାଇ । ମୁଇ ତମ୍କେ କଇଲିନି, ଏ ମନର୍ ଜତନ୍ ନେଇତେ ରଇବା ସରଗର୍ ଦୁତ୍ମନ୍ ସବୁ ବେଲା ମର୍ ବାବାର୍ ଲଗେ ଆଚତ୍ ।
ସାସ୍ତରେ ଲେକାଅଇଆଚେ, 'ମୁଇ ପସୁ ପୁଜ୍ବା ବିରୁଟାନେଅନି, ଲକ୍ମନ୍କେ ଦୟା ଦେକାଇବାଟା ମନ୍ କଲିନି। ଏ କାତାର୍ ଅରତ୍ କାଇଟା ? ଜାଇକରି ବୁଜ୍ବାକେ ଚେସ୍ଟା କରା । ମୁଇ ଦରମ୍ ଲକ୍ମନ୍କେ ଡାକ୍ବାକେ ଆସି ନାଇ, ପାପିମନ୍କେ ଡାକ୍ବାର୍ ଆସିଆଚି ।”
ପିଲାତ୍ ରାଜା କାଇକେ ଏନ୍ତି କଇଲା ବଇଲେ, ମୁକିଅ ପୁଜାରିମନ୍ କୁଟ୍ ପାଁଚି ଜିସୁକେ ତାର୍ ଆତେ ସର୍ପିଦେଇ ଆଚତ୍ ବଲିକରି ସେ ଜାନିରଇଲା ।
ସେବେଲେ ସର୍କାରର୍ ବିରୁଦେ ଦାବିକରି ବାର୍ବା ନାଉଁର୍ ଗଟେକ୍ ଲକ୍ ବନ୍ଦି ଅଇରଇଲା । ଏ ଲକ୍ ଆରି କେତେଟା ଲକ୍ମନର୍ ସଙ୍ଗ୍, ଲକ୍ମନ୍କେ ମରାଇ ବନ୍ଦି ଅଇରଇଲା ।
ସେଟା ସୁନି ଜିସୁ ସାସ୍ତର୍ ସିକାଉମନ୍କେ କଇଲା, “ ନିମାନ୍ ଲକ୍ମନର୍ପାଇ ଡାକ୍ଦରର୍ ଲଡା ନାଇ, ମାତର୍ ନିମାନ୍ ନ ରଇଲା ଲକ୍ମନ୍କେ ଲଡା ଆଚେ । ଜେ ନିଜେ ‘ମୁଇ ଦରମ୍ ଲକ୍ ।’ ବଲି ବାବିଅଇବା ଲକର୍ପାଇ ମୁଇ ଆସିନାଇ, ମାତର୍ ପାପିମନ୍କେ ପାପ୍ଟାନେଅନି ବାଉଡାଇବାକେ ଆସିଆଚି ।”
ମୁଇ ତମ୍କେ କଇଲିନି, ସେନ୍ତିସେ ଗଟେକ୍ ପାପି ଲକ୍ ମାପ୍ରୁର୍ତେଇ ମନ୍ବାଦ୍ଲାଇସି ବଇଲେ, ପର୍ମେସରର୍ ଦୁତ୍ମନ୍ ବେସି ସାର୍ଦା କର୍ବାଇ ।”
ସେନ୍ତାରି ମୁଇ ତମ୍କେ କଇଲିନି, ‘ଆମେ ପାପି ଲକ୍ମନ୍ ନଉଁ’ ବଲି ବାବ୍ତେରଇବା ନବେ ନଅଟା ଦରମ୍ ଲକ୍ମନ୍ ରଇଲେମିସା ଗଟେକ୍ ପାପି ଲକ୍ ନିଜେ ‘ମୁଇ ଗଟେକ୍ ପାପି’ ବଲି ଏତାଇସି । ପଚେ ମନ୍ବାଦ୍ଲାଇ କରି ପର୍ମେସରର୍ ଲଗେ ଆଇସି । ସେ ନବେ ନଅଟା ଦରମ୍ ଲକ୍ମନର୍ତେଇ ଅନି ଏ ଗଟେକ୍ ଲକର୍ ପାଇ ସର୍ଗେ ଅଦିକ୍ ସାର୍ଦା କର୍ବାଇ ।”
ପର୍ମେସର୍ ଟାନେଅନି ଆସିରଇବା ନର୍ପିଲା ମୁଇ ପାପେ ରଇଲା ଲକ୍ମନ୍କେ ସେମନର୍ ପାପେଅନି ରକିଆ କର୍ବାକେ ଆସିଆଚି ।”
ଆରି ଜିରୁସାଲମେଅନି ଆରାମ୍ କରି ସବୁ ଦେସର୍, ସବୁ ଜାତିର୍ ଲକ୍ମନ୍କେ ମର୍ ନାଉଁଦାରି ପାପ୍ କେମା କରାଇ, ମନ୍ ବଦ୍ଲାଇବାକେ କଇବାର୍ ଆଚେ ।
ଜିସୁ ସେମନ୍କେ କଇଲା, “ଜାକେ ଦୁକାଦାରି ରଇସି, ସେସେ ଅସ କାଇସି, ଜାକେ ଦୁକା ଦାରେ ନାଇ ତାକେ ଅସ ଲଡାନାଇ ।
କେତେକ୍ ଲକ୍ ଜିସୁକେ ପାଚାର୍ଲାଇ, “ଡୁବନ୍ ଦେଉ ଜଅନର୍ ସିସ୍ମନ୍ ତର୍କେତର୍ ଉପାସ୍ କରି ପାର୍ତନା କର୍ବାଇ । ପାରୁସିମନର୍ ସିସ୍ମନ୍ ମିସା ସେନ୍ତାରି ସେ କର୍ବାଇ । ମାତର୍ ତମର୍ ସିସ୍ମନ୍ କିଆ ପିଆ କର୍ବାଇ ।”
ଲକ୍ମନ୍ ପରମେସର୍କେ ଜାନି ନ ରଇଲା ବେଲେ, ସେ ଦସ୍ ଦାରି ନ ରଇଲା, ମାତର୍ ଏବେ ସବୁ ଜାଗାର୍ ସବୁ ଲକ୍ମନ୍କେ, ସେମନର୍ ପାପ୍ ବାଟେଅନି ବାଅଡ୍ବାକେ ଆଦେସ୍ ଦେଲାନି ।
ପିତର୍ ସେମନ୍କେ କଇଲା, “ତମେ ଗଟେକ୍ ଗଟେକ୍ ଲକ୍ ପାପେଅନି ବାଉଡିକରି ଜିସୁ କିରିସ୍ଟର୍ ନାଉଁ ଦାରି ଡୁବନ୍ ନେବାର୍ ଆଚେ, ଜେନ୍ତାରି କି ତମର୍ ପାପ୍ ସବୁ କେମା ଅଇସି ଆରି ପରମେସର୍ ତମ୍କେ ସୁକଲ୍ ଆତ୍ମା ଦେଇସି ।
ଜିଉଦି ଆରି ଗିରିକ୍ ଲକ୍ମନ୍କେ ସବୁକେ ମୁଇ ଡାଟ୍ ସଙ୍ଗ୍ ଜାଗ୍ରତ୍ ରଇବା କାତା ସୁନାଇ ରଇଲି, ଜେନ୍ତାରିକି, ସେମନ୍ ପାପେଅନି ବାଉଡିକରି ପର୍ମେସରର୍ ବାଟେ ମନ୍ ଦେଅତ୍ ଆରି ମାପ୍ରୁ ଜିସୁକେ ବିସ୍ବାସ୍ କରତ୍ ।
ସେନ୍ତିଆଲେ ତମେ ମନ୍ବାଦ୍ଲାଇ କରି ପରମେସରର୍ ବାଟେ ବାଉଡି ଆସା । ତେବେ ସେ ତମର୍ ପାପ୍ କେମା କର୍ସି ।”
ସେଟାର୍ପାଇ ପରମେସର୍ ତାର୍ ସେବାକାରିଆକେ ବାଚ୍ଲା ଆରି ତମ୍କେ ସବୁ ଲକ୍କେ ବାନିଆ ବାଟେଅନି ବାଉଡାଇଆନ୍ବାକେ ଆରି ଆସିର୍ବାଦ୍ କର୍ବାକେ ପର୍ତୁମ୍ ତାକେ ତମର୍ ଲଗେ ପାଟାଇଲା ।”
ଇସ୍ରାଏଲର୍ ଲକ୍ମନ୍ ତାକର୍ ପାପେଅନି ବାଅଡତ୍ ଆରି ପାପ୍ କେମା ଅଅତ୍ ବଲି ପର୍ମେସର୍ ତାକେ ତାର୍ ଉଜା ବାଟେ ବସାଇଆଚେ । ଜେନ୍ତିକି ସେ ଆମର୍ ସାସନ୍କାରିଆ ଆରି ରକିଆକର୍ବା ଲକ୍ ଅଇସି ।
ଅଲସମ୍ ଅଇସି ବଲି କେତେଲକ୍ ଏତାଇଲାଇନି, ମାତର୍ ମାପ୍ରୁ ନିଜେ କାତା ଦେଲା ବିସଇ ସେନ୍ତାର୍ ଅଲ୍ସମ୍ କରେନାଇ । ମାତର୍ କେମିସା ଜେନ୍ତିକି ବିନାସ୍ ନଅତ୍, ସେମନ୍ ସବୁ ମନ୍ ବାଦ୍ଲାଇବାଇ, ଏଟା ସେ ମନ୍କରି ତମର୍ ପାଇ ବଲି ଅଲ୍ସମ୍ ଅଇଲାନି ।