ଲୁକ୍ 5:38 - ସତିଅର୍ ବାଟ୍ ନୁଆ ନିୟମ୍ 202038 ତେବେ ମଦ୍ ଉତ୍ରାଇଲା ଦାପ୍ରେ ନୁଆ ଗାଗ୍ରିଟାନେ ରକଇ ସଙ୍ଗଇବାର୍ଆଚେ । အခန်းကိုကြည့်ပါ။ |
ଏଲେମିସା କେତେକ୍ ଲକ୍ ତାକେ ସୁନତ୍ କର୍ବାକେ ମନ୍ କର୍ତେ ରଇଲାଇ । ସେମନ୍ ବିସ୍ବାସି ବାଇ ବଲି ନାଡାଇକରି କୁଟିଆଲ୍ ଇସାବେ ଦଲେ ମିସିରଇଲାଇ । କିରିସ୍ଟ ଜିସୁର୍ ସଙ୍ଗ୍ ମିସିରଇଲାର୍ ଲାଗି ଆମେ ଜନ୍ ମୁକ୍ଲିରଇବା ଦିନ୍ ପାଇଲୁଆଚୁ, ସେ ବିସଇ କଜି ମିଲାଇବାକେ ସେମନ୍ ମନ୍ କର୍ତେ ରଇଲା । ଆମ୍କେ ଆରିତରେକ୍ ମସାର୍ ନିୟମର୍ ଦାଙ୍ଗ୍ଡା କର୍ବାକେ ମିସା ମନ୍ କର୍ତେରଇଲାଇ ।