4 ଜିସୁ କାତା ସାରାଇକରି ସିମନ୍କେ କଇଲା, “ଡେଙ୍ଗ୍ ପାନିଟାନେ ଜାଇକରି ମାଚ୍ ଦାର୍ବାକେ ତମର୍ ଜାଲ୍ ପାକାଆ ।”
ମାତର୍ ଆମେ ଏବେ ସେମନ୍କେ ଇନ୍ କର୍ବାକେ ମନ୍ କରୁ ନାଇ । ତୁଇ ଗାଡେ ଜାଇ ବଡ୍ସି ପାକାଆ ଆରି ଜନ୍ ମାଚ୍ ପର୍ତୁମ୍ ଲାଗ୍ସି, ତାର୍ ଟଣ୍ଡେଅନି ଗଟେକ୍ ଅଦ୍ଲି ମିଲାଇସୁ । ସେଟା ନେଇ ମର୍ ପାଇ ଆରି ତମର୍ ପାଇ ମନ୍ଦିରର୍ ସିସ୍ତୁମାଙ୍ଗୁମନ୍କେ ଦେଇଦେସ୍ ।”
ତେଇ ସିମନ୍ କଇଲା, “ଏ ଗୁରୁ ଆମେ ସବୁଲକ୍ ଗୁଲାଇରାତି କସ୍ଟ କରି ଗଟେକ୍ ମିସା ଦାରୁନାଇ, ମାତର୍ ତମର୍ କାତା ଦାରି ମୁଇ ଜାଲ୍ ପାକାଇବି ।”
ଜିସୁ ସେମନ୍କେ କଇଲା, “ଡଙ୍ଗାର୍ ଉଜାବାଟେ ଜାଲ୍ ମାରା, ତମେ ମାଚ୍ଦାର୍ସା ଆଲେ ।” ସେ କଇଲା ପାରା ଜାଲ୍ ପାକାଇଲାଇ ଜେ, ଏତର୍ ତାକର୍ ଜାଲେ ଏତେକ୍ ମାଚ୍ ଲାଗ୍ଲାଇଜେ, ସେମନ୍ ଜାଲ୍ ଜିକି ନାପାର୍ଲାଇ ।