9 କାଇକେବଇଲେ ତେଇ ସେମନ୍ ଏତେକ୍ ମାଚ୍ ଦାରିରଇଲାଇଜେ, ସେଟା ଦେକି ସିମନର୍ ସଙ୍ଗାରିମନ୍ କାବାଅଇଗାଲାଇ ।
ପିତର୍ କଇବା ବିସଇ କାଇଟା ବଲି ନିଜେ ନାଜାନି ରଇଲା । କାଇକେବଇଲେ ସେମନ୍ ବେସି ଡରିଜାଇରଇଲାଇ ।
ଆରି ଜେତ୍କି ଲକ୍ ତେଇ ରଇଲାଇ ଗଉଡ୍ମନର୍ ଟାନେଅନି ସେ ସବୁ କାତା ସୁନି କାବା ଅଇଗାଲାଇ ।
ଲକ୍ମନ୍ ତାର୍ ସିକାଇବାଟା ଦେକି କାବାଅଇଗାଲାଇ, କାଇକେବଇଲେ ତାର୍ ବାକିଅ ଅଦିକାର୍ ସଙ୍ଗ୍ ରଇଲା ।
ତେଇ ସବୁଲକ୍ କାବାଅଇକରି ତାକର୍ ତାକର୍ ବିତ୍ରେ କୁଆବଲା ଅଇଲାଇ, “ଏଟା କାଇ କାତା, ସେ ବପୁ ଆରି ଅଦିକାର୍ ସଙ୍ଗ୍ ଡୁମାମନ୍କେ ମିସା ଆଦେସ୍ ଦେଲାନି । ସେମନ୍ ମିସା ବାରଇ ଗାଲାଇନି ।”
ଆରି ଜେବଦିର୍ ଦୁଇଟା ପ ଜାକୁବ୍ ଆରି ଜଅନ୍ ଜନ୍ଲକ୍ମନ୍ ସିମନର୍ ସଙ୍ଗାରି ରଇଲାଇ, ସେମନ୍ ମିସା ସେନ୍ତାରିସେ କାବା ଅଇଗାଲାଇ । ଆରି ଜିସୁ ସିମନ୍କେ କଇଲା, “ଡରାନାଇ, ଆଜିଅନି ତମେ ମାଚ୍ ନ ଦାରି, ଲକ୍ମନ୍କେ ମର୍ଟାନେ ଆନ୍ସା ।”
ଏଟା ଦେକି ସିମନ୍ ପିତର୍ ଜିସୁର୍ ପାଦେ ମାଣ୍ଡିକୁଟା ଦେଇ ଜୁଆର୍ କରି କଇଲା, “ମର୍ଟାନେଅନି ଜାଆ ମାପ୍ରୁ, କାଇକେବଇଲେ ମୁଇ ଗଟେକ୍ ପାପି ମୁନୁସ୍ ।”