1 ତରେକ୍ ବିସ୍ରାମ୍ ବାରେ ଜିସୁ ତାସ୍ ରଇଲା ପଦାବାଟେ ଜିବାବେଲେ ତାର୍ ସିସ୍ମନ୍ କେଡ୍ ଚିଡାଇ ଆତେ ରମ୍ଦି କାଇତେରଇଲାଇ ।
ଆରି କେ ମିସା ପୁର୍ନା ମଦ୍ କାଇକରି ଏବେ ଉତ୍ରାଇଲା ମଦ୍ କାଇବାକେ ମନ୍ ନ କରତ୍, କାଇକେବଇଲେ, ସେ ବାସିଟା ଆକା ନିକ ବଲି କଇସି ।”
ଆରି ଜିସୁ ବିନ୍ ଗଟେକ୍ ବିସ୍ରାମ୍ବାରେ, ଜିଉଦି ଲକ୍ମନର୍ ପାର୍ତନା ଗରେ ଜାଇକରି ସିକାଇତେରଇଲା । ତେଇ ଗଟେକ୍ ଲକ୍ ରଇଲା । ତାର୍ ଉଜା ଆତ୍ ସୁକିଜାଇରଇଲା ।