10 ଆରି ସେ ଚାରିବେଡ୍ତି ସବୁକେ ଦେକି ସେ ଲକ୍କେ କଇଲା, “ତମର୍ ଆତ୍ ଲାମାଆ ।” ତେଇ ସେ ସେନ୍ତାର୍ କଲା, ଆରି ତାର୍ ଆତ୍ ପୁରାପୁରୁନ୍ ନିକ ଅଇଗାଲା ।
ସେବେଲେ ତାକର୍ ମନ୍ ଡାଟ୍ ରଇବାଟା ଦେକିକରି ଜିସୁ ଦୁକ୍ଅଇ ରିସାସଙ୍ଗ୍, ଚାରିବେଡ୍ତି ଦେକ୍ଲା । ଆରି ସେ ଲକ୍କେ କଇଲା, “ଆତ୍ ଲାମା ।” ସେ ଲକ୍ ଆତ୍ ଲାମାଇଲା, ଆରି ତାର୍ ଆତ୍ ନିମାନ୍ ଅଇଗାଲା ।
ମାତର୍ ପାରୁସିମନ୍ ଆରି ସାସ୍ତର୍ ସିକାଉମନ୍ ବେସି ରିସା ଅଇଗାଲାଇ ଆରି ଜିସୁର୍ ବିରୁଦେ “କାଇଟା କରୁ ?” ବଲି ତାକର୍ ତାକର୍ ବିତ୍ରେ ନିଆଇ କଲାଇ ।
ତେଇ ଜିସୁ ସେମନ୍କେ କଇଲା, “ମୁଇ ତମ୍କେ ପାଚାର୍ଲିନି, ବିସ୍ରାମ୍ବାରେ ବିଦି ଇସାବେ କାଇଟା କର୍ବାର୍ ? ନିକ କର୍ବାର୍ କି କାରାପ୍ କର୍ବାର୍ ? ଜିବନ୍ ବଁଚାଇବାର୍ କି ମରାଇବାର୍ ?”
ଜିସୁ ତାକେ କଇଲା, “ଉଟି ଟିଆଅ, ଆରି ତର୍ ଟାଟି ଦାରି ଇଣ୍ଡିଜା ।”