ଲୁକ୍ 6:15 - ସତିଅର୍ ବାଟ୍ ନୁଆ ନିୟମ୍ 202015 ମାତିଉ ଆରି ତମା, ଆଲ୍ପିର୍ ପ ଜାକୁବ୍ ଆରି ସିମନ୍, ଜାକେ କି କାଇ କାମ୍ କର୍ବାକେ ମିସା ଆଗ୍ତୁ ଅଇସି ବଲି କଇବାଇ । အခန်းကိုကြည့်ပါ။ |
ନେତା ଇସାବେ ଏଜାଇଅଇରଇବା ଜାକୁବ୍, ପିତର୍ ଆରି ଜଅନ୍, ଉଁ ବଲି ମାନି ଅଇରଇଲାଇ ଜେ, ପରମେସର୍ ମକେ ଏ ମୁକିଅ କାମର୍ ଦାଇତ୍ ଦେଲାଆଚେ । ସେଟାର୍ ପାଇ ସେମନ୍ ମକେ ଆରି ବର୍ନବାକେ, ଆମେ ମିସିକରି କାମ୍ କରୁବଲି ଗଟେକ୍ ଚିନ୍ ଇସାବେ ଆତ୍ ମିଲାଇଲାଇ । ବର୍ନବା ଆରି ମୁଇ ଜିଉଦି ନଇଲା ଲକ୍ମନର୍ ବିତ୍ରେ ଆରି ସେମନ୍ ଜିଉଦିମନର୍ ବିତ୍ରେ କାମ୍ କର୍ବୁ ବଲି ରାଜି ଅଇରଇଲୁ ।