16 ଜାକୁବର୍ ପ ଜିଉଦା ଆରି ଇସ୍କାରିତ ଜିଉଦା, ଜେ କି ଜିସୁକେ ସତ୍ରୁମନ୍କେ ସର୍ପିଦେଇ ରଇଲା ।
ପିଲିପ୍ ଆରି ବାର୍ତଲମି, ତମା ଆରି ସିସ୍ତୁମାଙ୍ଗୁମନ୍ ମାତିିଉ, ଆଲ୍ପିର୍ ପଅ ଜାକୁବ୍ ଆରି ତଦିୟ,
ଆନ୍ଦ୍ରିୟ, ପିଲିପ୍, ବାର୍ତଲମି, ମାତିଉ, ତମା, ଆଲ୍ପିର୍ ପଅ ଜାକୁବ୍, ତଦିୟ, କିଣାନିୟ ସିମନ୍, ଜେ କି ରମିୟ ସର୍କାରର୍ ବିରୁଦେ ଉଟିରଇଲା ।
ମାତିଉ ଆରି ତମା, ଆଲ୍ପିର୍ ପ ଜାକୁବ୍ ଆରି ସିମନ୍, ଜାକେ କି କାଇ କାମ୍ କର୍ବାକେ ମିସା ଆଗ୍ତୁ ଅଇସି ବଲି କଇବାଇ ।
ଆରି ଜିସୁ ପେରିତ୍ମନର୍ ସଙ୍ଗ୍ ଉତ୍ରିକରି, ଗଟେକ୍ ସଦ୍ରମ୍ ରଇଲା ଜାଗାଇ ଟିଆଅଇଲା । ଆରି ତେଇ ତାର୍ ବେସି ସିସ୍ମନ୍, ଜିଉଦା ରାଇଜର୍ ବେସି ଲକ୍, ଜିରୁସାଲାମ୍ ଆରି ସମ୍ଦୁର୍ ପାଲି ରଇବା ସର ଆରି ସିଦନ୍ ସଅରେଅନି ବେସି ଲକ୍ମନ୍ ରୁଣ୍ଡିରଇଲାଇ ।
ତାର୍ ପଚେ ଜିଉଦା, ଇସ୍କାରିୟତ୍ ଜିଉଦା ନଏଁ, କଇଲା “ଏ ମାପ୍ରୁ ଏଟା କେନ୍ତି ଅଇସି ? ତମେ ନିଜ୍କେ ଦୁନିଆଇ ଦେକାଇ ନ ଅଇ ଆମର୍ ଲଗେ କେନ୍ତି ଦେକାଇଅଇସା ?”
ଜେ ପେରିତ୍ ସିସ୍କାମ୍ କରିପାର୍ସି, ତାକେ ଆମ୍କେ ଜାନାଆ ।”
ମୁଇ ଜିଉଦା । ଜିସୁ କିରିସ୍ଟର୍ ଗଟେକ୍ ଗତିଦାଙ୍ଗ୍ଡା ଆରି ଜାକୁବର୍ ବାଇ । ଜନ୍ ଲକ୍ମନ୍କେ ପର୍ମେସର୍ ବାଚ୍ଲାଆଚେ, ସେମନର୍ପାଇ ମୁଇ ଏ ଚିଟି ଲେକ୍ଲିନି । ବାବା ପର୍ମେସର୍ ତମ୍କେ ଆଲାଦ୍ କଲାନି । ଆରି ତମ୍କେ ଜିସୁକିରିସ୍ଟ ଦେକାରକା କର୍ବାକେ ସଙ୍ଗଇଆଚେ ।