39 ଜିସୁ ସେମନ୍କେ ଉଦାଅରନ୍ ଦେଇ କଇଲା, “କାଣା କାଇ କାଣାକେ ବାଟ୍ ଦେକାଇପାରେକି ? ନାଇ, ନାପାରେ । ଜଦି ସେମନ୍ ସେନ୍ତାରି କର୍ବାଇ ବଇଲେ ଦୁଇଲକ୍ଜାକ କାଲେ ନ ଅଦ୍ରତ୍ କି ?
ଆରି ସେ କେତେକ୍ କେତେକ୍ ବିସଇ, ଉଦାଅରଣ୍ ଦେଇ, ସିକାଇତେ ରଇଲା । ସେ କଇଲା, “ଗଟେକ୍ ଚାସି ତରେକ୍ ବିଅନ୍ ବୁନ୍ବାର୍ ବାରଇଲା ।
ସେମନର୍ ବିସଇନେଇ ତେରେପେତେ ଉଆନାଇ । ସେମନ୍ କାଣାମନ୍କେ ବାଟ୍ ଦେକାଉ କାଣାମନ୍ । ଗଟେକ୍ କାଣା ଆରି ଗଟେକ୍ କାଣାକେ ବାଟ୍ଦେକାଇଲେ ଦୁଇ ଲକ୍ ଜାକ କାଲେ ଅଦର୍ବାଇ ।”
ଏଇ ସାଁପ୍ମନ୍ ! ବିସ୍ରଇବା ସାଁପର୍ କୁଟୁମର୍ ପାରା ଲକ୍ମନ୍, ତମେ କେନ୍ତି ନରକର୍ ଡଣ୍ଡେଅନି ରକିଆ ମିଲ୍ସି ବଲି ଆସା କଲାସ୍ନି ?
ସତଇସେ ଜାନିଆଚାସ୍ ଜେ, ତମେ କାଣାକେ ବାଟ୍ଦେକାଇବା ଲକ୍, ଆନ୍ଦାରେ ରଇବା ଲକ୍ମନର୍ ପାଇ ଉଜଲ୍ ପାରା ।
ମାତର୍ କରାପ୍ ଲକ୍ମନ୍ ଆରି ନାଡାଉମନ୍ ଅଦିକ୍ ଅଦିକ୍ କରାପ୍ ଅଇଜିବାଇ । ସେମନ୍ ଲକ୍ମନ୍କେ ନାଡାଇକରି ନିଜେ ନାଡାଇଅଇବାଇ ।