4 ସୁନା, ଦାଉଦ୍ ପର୍ମେସରର୍ ଗରେ ପୁରି, ପର୍ମେସର୍କେ ସର୍ପି ଅଇରଇଲା ଜନ୍ ରୁଟି, ପୁଜାରିମନ୍କେ ଚାଡି ଆରି କେ ମିସା କାଇବାର୍ ବିଦି ନ ରଇଲା, ସେଟା ନେଇକରି କାଇଲା ଆରି ତାର୍ ସଙ୍ଗର୍ ଲକ୍ମନ୍କେ ମିସା ଦେଇରଇଲା ।”
ସେଦିନେ ସେମନ୍ ମନ୍ଦିର୍ ବିତ୍ରେ ପୁରି, ମାପ୍ରୁର୍ପାଇ ସର୍ପି ଅଇରଇବା ରୁଟି କାଇଲାଇ । ନିୟମ୍ ଇସାବେ ପୁଜାରିକେ ଚାଡି, ସେ ରୁଟି କେ ମିସା କାଇବାର୍ ଅଦିକାର୍ ନ ରଇଲା ।
ଆରି ଜିସୁ କଇଲା, “ପର୍ମେସର୍ ପାଟାଇରଇବା ନର୍ପିଲା ମୁଇ ବିସ୍ରାମ୍ ବାରେ ଲକ୍ମନ୍ କାଇଟା କର୍ବାର୍ ଆଚେ କାଇଟା କର୍ବାର୍ ନାଇ, ସେଟା କଇବାର୍ ମର୍ ଅଦିକାର୍ ଆଚେ ।”