ଲୁକ୍ 6:42 - ସତିଅର୍ ବାଟ୍ ନୁଆ ନିୟମ୍ 202042 ତମେ ନିଜର୍ ଆଁକିଟାନେ ରଇବା ବଡ୍ଟା କାଚ୍ରା ନ ଦେକିକରି, ନିଜର୍ ବାଇର୍ ଆଁକି ଟାନେ ରଇବା ସାନ୍ କାଚ୍ରା ଦେକି କେନ୍ତି କଇପାରାସ୍, ଆଉ ବାଇ ତମର୍ ଆଁକିଅନି କାଚ୍ରା ବାର୍କରାଇଦେବି ? ଏ କୁଟିଆଲ୍ମନ୍, ପର୍ତୁମ୍ ନିଜର୍ ଆଁକିଅନି କାଚ୍ରା ବାର୍କରାଇପାକା, ତାର୍ପଚେ ନିଜର୍ ବାଇର୍ ଆଁକିଟାନେ ରଇବା କାଚ୍ରା ସବୁ ବାର୍କରାଇବାକେ, ନିକକରି ଦେକିପାରାସ୍ ।” အခန်းကိုကြည့်ပါ။ |