10 ଆରି ଜିସୁକେ ଡାକ୍ବାକେ ଜାଇରଇଲା ଲକ୍ମନ୍ ଗରେ ବାଉଡି ଆସି ଗତିଦାଙ୍ଗ୍ଡା ନିକ ଅଇରଇବାଟା ଦେକ୍ଲାଇ ।
ଜିସୁ ତାକେ କଇଲା, “ତମେ ଗଟେକ୍ ଡାଟ୍ସଙ୍ଗ୍ ବିସ୍ବାସ୍ କର୍ବା ମାଇଜି । ତୁଇ ମନ୍କଲାଟା ପୁରୁନ୍ ଅଇସି ।” ସେଦାପ୍ରେ ତାର୍ ଟକି ନିମାନ୍ ଅଇଲା ।
ଜିସୁ ସନିଅମନର୍ ମୁକିଅକେ କଇଲା, “ତୁଇ ଏବେ ଗରେ ଜା । ତୁଇ ଜେନ୍ତି ବିସ୍ବାସ୍ କଲୁସ୍ନି ସେନ୍ତାରିସେ ଅଇସି ।” ସମାନ୍ ସେ ବେଲାଇସେ ତାର୍ ଗତିଦାଙ୍ଗ୍ଡା ପୁରାପୁରୁନ୍ ନିକ ଅଇଗାଲା ।
ଜିସୁ ତାକେ କଇଲା, “କାଇକେ ଜଦି ପାରୁସ୍ ବଇଲେ ନିମାନ୍ କର୍ ବଲିକରି କଇଲୁସ୍ନି ? କାଇକେବଇଲେ ପର୍ମେସର୍କେ ବିସ୍ବାସ୍ କର୍ବା ଲକ୍ମନର୍ ତେଇ ସବୁ ଅଇସି ।”
ତେଇଅନି ଜିସୁ ନାଇନ୍ ନାଉଁର୍ ନଅରେ ଗାଲା । ତାର୍ସଙ୍ଗ୍ ସିସ୍ମନ୍ ଆରି ଲକ୍ମନ୍ ବେସି ଜାଇତେରଇଲାଇ ।
ଜିସୁ ତାର୍ ଏ ସବୁ ବିସଇ ସୁନି କାବା ଅଇଗାଲା, ଆରି ବୁଲିକରି ତାର୍ ପଚେ ଆଇତେରଇବା ଲକ୍ମନ୍କେ କଇଲା, “ମୁଇ ତମ୍କେ କଇଲିନି, ଇସ୍ରାଏଲ୍ ବିତ୍ରେ ମିସା ଏତେକ୍ ବଡ୍ ବିସ୍ବାସି ନ ମିଲତ୍ ।”