12 ସେ ନଅରର୍ ଦୁଆର୍ଲଗେ କେଟୁ କେଟୁ, ଏଦେ ଦେକା ! ଲକ୍ମନ୍ ଗଟେକ୍ ମଲା ଲକ୍କେ ବଇଆନ୍ତେ ରଇଲାଇ । ସେ ନିଜର୍ ମାଆର୍ ଗଟେକ୍ ସେ ପିଲା, ଆରି ସେ ମାଇଜି ରାଣ୍ଡିଟା । ନଅରର୍ ବେସିଲକ୍ମନ୍ ତାର୍ ସଙ୍ଗ୍ ରଇଲାଇ ।
ତେଇଅନି ଜିସୁ ନାଇନ୍ ନାଉଁର୍ ନଅରେ ଗାଲା । ତାର୍ସଙ୍ଗ୍ ସିସ୍ମନ୍ ଆରି ଲକ୍ମନ୍ ବେସି ଜାଇତେରଇଲାଇ ।
ସେ ରାଣ୍ଡି ମାଇଜିକେ ଦେକି ଜିସୁ ଦୁକ୍କଲା ଆରି ତାକେ କଇଲା, “ଏ ମାଆ କାନ୍ଦ୍ନାଇ ।”
କାଇକେ ବଇଲେ ତାଉଁକେ ଗଟେକ୍ସେ ବାର ବରସର୍ ଟକି ରଇଲା ଆରି ସେ ମଲାପାରା ଅଇଜାଇରଇଲା । ମାତର୍ ଜିସୁ ଜାଇତେ ରଇବାବେଲେ ଲକ୍ମନ୍ ତାର୍ ଉପ୍ରେ ମାଣ୍ଡାଚୁଣ୍ଡାଅଇଜାଇତେ ରଇଲାଇ ।
ମାତର୍ ସବୁ ଲକ୍ ଟକିର୍ ଲାଗି କାନ୍ଦି କାନ୍ଦି କରି ବୁକେ ମାରିଅଇତେ ରଇଲାଇ । ତେଇ ଜିସୁ କଇଲା “କାନ୍ଦା ନାଇ, ସେ ମରେ ନାଇ, ମାତର୍ ସଇ ଦେଲାଆଚେ ।”
ଆରି ଜିଉଦିମନର୍ ତେଇଅନି କେତେକ୍ କେତେକ୍ ଲକ୍ମନ୍ ମାର୍ତା ଆରି ମରିୟମ୍ ଲଗେ ତାର୍ ମରିଜାଇରଇବା ବାଇର୍ ବିସଇ ସାଁତାଇବାକେ ଆସିରଇଲାଇ ।
ପିତର୍ ତିଆର୍ ଅଇକରି ସେମନର୍ ସଙ୍ଗ୍ ଗାଲା । ତେଇ ସେ କେଟ୍ଲା ଦାପ୍ରେ ଲକ୍ମନ୍ ତାକେ ଉପର୍ ତାଲାର୍ ବାକ୍ରାଇ ଡାକି ନେଲାଇ । ରାଣ୍ଡି ମାଇଜିମନ୍ ଚାରିବେଡ୍ତି ଅଇକରି କାନ୍ଦି କାନ୍ଦି ଦାର୍କାସ୍ ଜିବନ୍ ରଇଲାବେଲେ ସିଲାଇ ରଇବା ବସ୍ତର୍ ଆରି ଲୁଗାମନ୍ ସବୁ ପିତର୍କେ ଦେକାଇଲାଇ ।
ପିତର୍ ଆତ୍ ଲାମାଇ ତାକେ ଉଟାଇଲା । ତାର୍ ପଚେ ତେଇ ରୁଣ୍ଡି ରଇଲା ସବୁ ବିସ୍ବାସି ଆରି ରାଣ୍ଡି ମାଇଜିମନ୍କେ ଡାକି ଦର୍କାସ୍କେ ସର୍ପିଦେଲା ।
ପର୍ମେସର୍ ଦେକ୍ବା ଇସାବେ ଜନ୍ ରିତିନିତି ସତ୍ ଆରି ନିକ, ସେଟା ଅଇଲାନି ଦୁକେ ରଇବା ଟୁରାଟୁରି ପିଲାମନ୍ ଆରି ରାଣ୍ଡିଜୁଣ୍ଡିମନର୍ ଜତନ୍ କର୍ବାଟା । ପଚେ ଜଗତର୍ ଜଞ୍ଜାଲେଅନି ମୁକଲ୍ବାଟା, ଜେନ୍ତାରିକି ସେ ସବୁ ତାକେ ନ ନସାଏ ।