14 ଆରି, ଜିସୁ ଜାଇକରି ଡାଣ୍ଡିଆ ଚିଇଲାକେ ବଇ ଆନ୍ତେରଇବା ଲକ୍ମନ୍ ଟିଆଅଇଲାଇ । ଆରି ସେ କଇଲା, “ମୁଇ ତକେ କଇଲିନି, ନୁନା ଉଟ୍ !”
ଆରି ଟକିର୍ ଆତେଦାରି ତାକେ କଇଲା, “ଟଲିତାକୁମ୍ !” ବଇଲେ “ଏ ନୁନି ମୁଇଁ ତକେ କଇଲିନି ଉଟ୍ !”
ସେ ରାଣ୍ଡି ମାଇଜିକେ ଦେକି ଜିସୁ ଦୁକ୍କଲା ଆରି ତାକେ କଇଲା, “ଏ ମାଆ କାନ୍ଦ୍ନାଇ ।”
ତେଇ ସେ ଦାଙ୍ଗ୍ଡା ଉଟିବସ୍ଲା ଆରି କାତା କଇବାର୍ ଦାର୍ଲା । ଆରି ଜିସୁ ସେ ଦାଙ୍ଗ୍ଡାକେ ତାର୍ ମାକେ ସର୍ପିଦେଲା ।
ଜିସୁର୍ ଏ ବିସଇର୍ କାତା ଗୁଲାଇ ଜିଉଦା ଦେସେ ଆରି ଚାରିବାଟର୍ ଗାଉଁଗଣ୍ଡାର୍ ଲକ୍ମନ୍ ଜାନ୍ଲାଇ ।
ଜିସୁ ତାକେ କଇଲା, “ମୁଇ ଜିବନ୍ ଆରି ମରିକରି ଆରିତରେକ୍ ଉଟ୍ବା ଲକ୍ । ଜେ ମକେ ବିସ୍ବାସ୍ କର୍ସି, ସେ ମଲେ ମିସା, ବଁଚ୍ସି ।
ବାବା ପର୍ମେସର୍ ଜେନ୍ତି ମଲାଲକ୍ମନ୍କେ ଜିବନ୍ କରି ଉଟାଇସି, ସମାନ୍ ସେନ୍ତି ମୁଇ ମିସା ତାର୍ ପିଲା ଜାକେ ଜାକେ ମନ୍ କର୍ବି, ସେମନ୍କେ ମଲାତେଇଅନି ଉଟାଇବି ।
ମୁଇ ତମ୍କେ ସତ୍ କଇଲିନି ଏନ୍ତି ଗଟେକ୍ ବେଲା ଆଇଲାନି, ସେ ବେଲା ଏବେ କେଟିଆଚେ । ଜେଡେବେଲା ମଲା ଲକ୍ମନ୍ ପର୍ମେସରର୍ ପିଲା ମର୍ କଁଟର୍ ସର୍ ସୁନ୍ବାଇ, ସେମନ୍ ଜିବନ୍ ଅଇ ଉଟ୍ବାଇ ।
ଏ ବିସଇ ସାସ୍ତରେ ଲେକାଆଚେ “ତକେ ଆମେ ସବୁ ବଁସର୍ ବାବା କରିଆଚୁ ।” ପରମେସରର୍ ଇସାବେ ଏ କାତା ଦେଲାଟା ଟିକ୍ ରଇଲା, କାଇକେ ବଇଲେ ଜନ୍ ପରମେସର୍କେ ଅବ୍ରାଆମ୍ ବିସ୍ବାସ୍ କର୍ତେ ରଇଲା, ସେ ପର୍ମେସରର୍ ବାକିଅ ମଲା ଲକ୍ମନ୍କେ ଜିବନ୍ କର୍ସି ଆରି କାଇଟା ନଇଲାତେଇଅନି ସବୁ ବିସଇ ତିଆର୍ କର୍ସି ।
ସେନ୍ତାରି ଲୁଚ୍ତେ କର୍ବା କାମର୍ ବିସଇ କାତା ଅଇବାକେ ମିସା ଲାଜ୍ ଲାଗ୍ସି ।