19 ତେଇ ଜଅନ୍ ନିଜର୍ ସିସ୍ମନର୍ ବିତ୍ରେଅନି ଦୁଇଲକ୍କେ ଡାକି ମାପ୍ରୁର୍ ଲଗେ ଏନ୍ତାରି କଇ ପାଟାଇଲା, “ଜେ ଆଇବାର୍ ରଇଲା, ସେ ଲକ୍ ତମେସେ କି ? କି କାଇ ବିନ୍ ଲକ୍କେ ଆମେ ଜାଗ୍ବୁ ?”
ପଚେ ସେ ଚାରିବେଡ୍ତିର୍ ଗାଉଁ ମନ୍ ବୁଲି ବୁଲି ସିକିଆ ଦେବାର୍ ଦାର୍ଲା । ଏତ୍କି ବିତ୍ରେ ସେ ବାରଟା ସିସ୍ମନ୍କେ ଲଗେ ଡାକି, ଦୁଇ ଦୁଇ ଲକ୍କେ ପାଟାଇବାର୍ ଆରାମ୍ କଲା, ସେମନ୍କେ ଡୁମାମନ୍କେ ଚାଡାଇବାକେ ଅଦିକାର୍ ଦେଲା ।
ତାର୍ପଚେ ମାପ୍ରୁ ଆରି ସତୁରିଦୁଇ ଲକ୍କେ ମିସାଇଲା ଆରି ସେ ଜନ୍ ଜନ୍ ଜାଗାଇ ଆରି ଜନ୍ ଜନ୍ ନଅରେ ଜିବାକେ ମନ୍ କରିରଇଲା, ସେ ଜାଗାମନ୍କେ ଦୁଇ ଦୁଇ ଲକ୍କରି, ସେ ଜିବା ଆଗ୍ତୁ ପାଟାଇଲା ।
ତରେକ୍ ଜିସୁ ଗଟେକ୍ ଜାଗାଇ ପାର୍ତନା କର୍ତେରଇଲା । ସେ ପାର୍ତନା କରି ସାରାଇଲା ପଚେ, ତାକର୍ ସିସ୍ମନର୍ ବିତ୍ରେଅନି ଗଟେକ୍ ଲକ୍ ତାକେ କଇଲା, “ଏ ମାପ୍ରୁ ଡୁବନ୍ ଦେଉ ଜଅନ ଜେନ୍ତାରି ନିଜର୍ ସିସ୍ମନ୍କେ ପାର୍ତନା କର୍ବାକେ ସିକାଇଲା, ତମେମିସା ଆମ୍କେ ପାର୍ତନା କର୍ବାକେ ସିକାଆ ।”
ଜିସୁ ତାକେ କଇଲା, “ତମେ ପାରୁସିମନ୍ ଗିନା ଆରି ତାଲାର୍ ବାଇରେ ମାଞ୍ଜିରଇସା, ମାତର୍ ତମର୍ ବିତ୍ରର୍ ସକ୍ଡି ବେନ୍ବେନା ରଇସି । କରାପ୍ଟା ଆରି ଲବ୍ କର୍ବାଟା ସବୁ ପୁରୁନ୍ ଅଇଆଚେ ।
ଜିସୁ କଇଲା, “ବିସ୍ବାସେ ରଇବା ଲକ୍ ଆରି ବୁଦିମାନ୍ ଲକ୍ କେ ଆଚତ୍ ? ତାକେ ସେ ସାଉକାର୍ ଗର୍ ଚାଲାଇବା ଦାଇତ୍ ଦେଇସି । ସେ ସମାନ୍ ବେଲାଇ ବିନ୍ ଦାଙ୍ଗ୍ଡାମନ୍କେ କାଦି ଜାଗାଇ ଦେଇସି ।
ମାତର୍ ଜିସୁ ତାକେ ଆରି ତେଇ ରଇଲା ଲକ୍ମନ୍କେ କଇଲା, “ଏ କୁଟିଆଲ୍ମନ୍ ! ତମେ ତମର୍ ଗରୁମନ୍କେ ମେଲି ପାନି କୁଆଇବାକେ ନିଆସ୍ ନାଇ କି ? ସେଟା ମିସା ଗଟେକ୍ କାମ୍ସେ ।”
ଆରି ପେରିତ୍ମନ୍ ଜିସୁକେ କଇଲାଇ, “ଆମର୍ ବିସ୍ବାସ୍ ଅଦିକ୍ କରିଦିଆସ୍ ।”
ଜିସୁ ସେମନ୍କେ କଇଲା, “ଗଟେକ୍ ସର୍ସୁ ମୁଞ୍ଜି ପାରା ତମର୍ ବିସ୍ବାସ୍ ରଇସି ବଇଲେ ତମେ ବଡ୍ ଗଚ୍କେ ଜିକିଅଇ ସମ୍ଦୁରେ ଜାଇ ରପିଅ ବଲି କଇଲେ ସେ ଗଚ୍ ତମର୍ କାତା ମାନ୍ସି ।”
ତେଇ ମାପ୍ରୁ କଇଲା, “ଏ ଅନିଆଇ ବିଚାର୍କାରିଆ କାଇଟା କର୍ବାକେ ବାଚ୍ଲା, ସେଟା ତମେ ସିକା ।
ଜକିୟ ଟିଆଅଇ ଜିସୁକେ କଇଲା, “ଏ ମାପ୍ରୁ, ସୁନା ! ମର୍ ସଁପତିଅନି ଅଦାବାଗ୍ ଗରିବ୍ ଲକ୍ମନ୍କେ ଦାନ୍ କରିଦେବି । ଆରି ସିସ୍ତୁ ମାଙ୍ଗ୍ବା ବେଲାଇ କାର୍ଟା ଅନିଆଇକରି ଆନି ରଇଲାଟା ମୁଇ ଚାର୍ଗୁନ୍ ଅଦିକ୍ ବାଉଡାଇ ଦେବି ।”
ସେବେଲେ ଜିସୁମାପ୍ରୁ ପିତର୍କେ ପାସ୍ଲି ନିମାନ୍ କରି ଦେକ୍ଲା । ଜିସୁ ଆଗ୍ତୁ କଇଲା କାତା ସେ ଏତାଇଲା । ସେ ତାକେ କଇରଇଲା ତୁଇ ମକେ ଆଜି କୁକ୍ଡା ଡାକ୍ବା ଆଗ୍ତୁ ତିନ୍ତର୍ ନାଜାନି, ବଲି କଇସୁ ।
ସେ ଲକ୍ମନର୍ତେଇଅନି ସେମନ୍ ଜିସୁମାପ୍ରୁ ଆରି ତରେକ୍ ଜିବନ୍ଅଇ ଉଟ୍ଲା ଆଚେ ଆରି ସିମନ୍କେ ଦେକାଇଅଇଲା ଆଚେ ବଲି ଜାନ୍ଲାଇ ।
ସେ ରାଣ୍ଡି ମାଇଜିକେ ଦେକି ଜିସୁ ଦୁକ୍କଲା ଆରି ତାକେ କଇଲା, “ଏ ମାଆ କାନ୍ଦ୍ନାଇ ।”
ସେ ଲକ୍ମନ୍ ଜିସୁର୍ଲଗେ କେଟିକରି କଇଲାଇ, “ଡୁବନ୍ ଦେଉ ଜଅନ୍ ଆମ୍କେ ଏନ୍ତାରି କଇ ତମର୍ଲଗେ ପାଟାଇଆଚେ, ଜେ ଆଇବାର୍ ରଇଲା, ସେ ଲକ୍ ତମେ କି ? କି କାଇ ଆମେ ଆରି ବିନ୍ ଲକ୍କେ ଜାଗ୍ବୁ ?”
ଏ ମରିୟମ୍ ଅଇଲାନି, ଜନ୍ ମାଇଜି କି ବେସି ଦାମ୍ଦେବା ବାସ୍ନା ଚିକନ୍ ଜିସୁର୍ ପାଦେ ରକଇକରି ତାର୍ ଚେଣ୍ଡିସଙ୍ଗ୍ ପୁଚିଦେଇରଇଲା । ତାର୍ ବାଇ ଲାଜାର୍କେ ଆକା ଜର୍ ଅଇରଇଲା ।
ଜଅନର୍ତେଇଅନି ଜିସୁକେ ଅଦିକ୍ ସିସ୍ ଅଇବାଟା ଆରି ଡୁବନ୍ ଦେବା କାତା ପାରୁସିମନ୍ ସୁନ୍ଲାଇ ।
ସେ ମାଇଜି କଇଲା, “ମୁଇ ଜାନି, ମସିଅ ଜାକେ କି କିରିସ୍ଟ ବଲ୍ବାଇ । ସେବେଲାଇ ଆସି ଆମ୍କେ ସବୁ ବିସଇ ବୁଜାଇ ଦେଇସି ।”
ଜନ୍ ଜାଗାଇ ମାପ୍ରୁ ଜିସୁ ପାର୍ତନା କରି ଲକ୍ମନ୍କେ ରୁଟି କାଇବାକେ ଦେଇରଇଲା, ସେ ଜାଗା ଲଗେ ତିବିରିଆ ଗାଡେଅନି ଆରି କେତେଟା ଡଙ୍ଗା ଆସି କେଟ୍ଲା ।
ବାସ୍ତା ପିନ୍ଦିରଇବା ଦୁଇଟା ସାକିମନ୍କେ ମୁଇ ପାଟାଇବି । ସେ ବାରସ ସାଟେଦିନ୍ ମୁଇ ସେମନ୍କେ କଇଲାଟା ଜାନାଇବାଇ ।