21 ସେବେଲେ ଜିସୁ ଜର୍ ଦୁକା, ଆରି ଡୁମା ଦାର୍ଲା ଲକ୍ମନ୍କେ ନିକ କଲା । ଆରି କେତେଟା କାଣାମନ୍କେ ମିସା ଆଁକି ଡିସାଇଲା ।
ଜିସୁ ଗାଲିଲିର୍ ଗୁଲାଇବାଟେ ବୁଲି ବୁଲି ଜିଉଦିମନର୍ ସବୁ ପାର୍ତନା ଗର୍ମନ୍କେ ସିକିଆ ଦେଇ, ପର୍ମେସରର୍ ରାଇଜର୍ ବିସଇ ଜାନାଇଲା । ଆରି ବିନ୍ ବିନ୍ ରଗେ ରଇବା ଲକ୍ମନ୍କେ ସବୁ ରକାମର୍ ରଗ୍ ଆରି ସବୁ ଦୁକ୍ କସ୍ଟ, ନିମାନ୍ କଲା ।
ସିରିଆ ଦେସର୍ ଗୁଲାଇବାଟେ ତାର୍ ନାଉଁ ଜାନ୍ଲାଇ ଆରି ଲକ୍ମନ୍ ଡୁମା ଦାରିରଇବା, ମୁର୍ଚା ଅଇରଇବା, ଚେରେଙ୍ଗ୍ ଦାରି ରଇବା ଆରି ବିଆଦି ଦାରିରଇଲା ଲକ୍ମନ୍କେ ତାର୍ଲଗେ ଆନ୍ଲାଇ । ସେ ସବୁକେ ନିକ କଲା ।
କାଇକେବଇଲେ ସେ ବେସି ଲକ୍ମନ୍କେ ନିମାନ୍ କଲାଜେ ଜର୍ଦୁକା ଅଇରଇବା ଲକ୍ମନ୍ ତାକେ ଚିଉଁ ବଲି ଉପ୍ରେ ଡାବିଅଇ ଜାଇତେରଇଲାଇ ।
ସେ ଦାପ୍ରେ ତାର୍ ବନି ଜିବାଟା ବନ୍ଦ୍ଅଇଗାଲା, ସେଟା ସେ ନିଜେ ଜାନି ପାର୍ଲା ।
ଜିସୁ ତାକେ କଇଲା, “ନୁନି, ମର୍ଟାନେ ବିସ୍ବାସ୍ କଲାକେ ତୁଇ ନିମାନ୍ ଅଇ ଆଚୁସ୍, ସାନ୍ତିଅଇ ଜା ଆରି ତର୍ ରଗେଅନି ନିମାନ୍ ଅଇ ର ।”
ସେ ଲକ୍ମନ୍ ଜିସୁର୍ଲଗେ କେଟିକରି କଇଲାଇ, “ଡୁବନ୍ ଦେଉ ଜଅନ୍ ଆମ୍କେ ଏନ୍ତାରି କଇ ତମର୍ଲଗେ ପାଟାଇଆଚେ, ଜେ ଆଇବାର୍ ରଇଲା, ସେ ଲକ୍ ତମେ କି ? କି କାଇ ଆମେ ଆରି ବିନ୍ ଲକ୍କେ ଜାଗ୍ବୁ ?”
କାଇକେବଇଲେ ମାପ୍ରୁ ଜେତ୍କି ଲକ୍କେ ଆଲାଦ୍ କର୍ସି, ସେତ୍କି ଲକ୍କେ ସେ ସାସନ୍ କର୍ସି । ଆରି ଜେତ୍କି ଲକ୍କେ ତାର୍ ପିଲାଜିଲା ବଲି ଏଜିଆଚେ ସେ ସବୁ ଲକ୍କେ ଡଣ୍ଡ୍ ଦେଇସି ।