24 ଜଅନର୍ ସିସ୍ମନ୍ ବାଉଡିଗାଲାପଚେ ଜିସୁ ଲକ୍ମନ୍କେ ଜଅନର୍ ବିସଇ କଇବାର୍ଦାର୍ଲା, “କାଇଟା ଦେକ୍ବାକେ ତମେ ମରୁବାଲି ବୁଏଁ ବାରଇ ଜାଇରଇଲାସ୍ ? କାଇ ପବନେ ଜୁଲ୍ତେରଇବା ବାଉଁସ୍ ନାଲା ?
ଆରି ଜଅନ୍ ବଡିକରି ଆତ୍ମାଇ ବପୁ ଅଇଲା ଆରି ଲକ୍ମନର୍ ଟାନେ ଜାନାଇ ନ ଅଇକରି କିନରା ଜାଗାମନ୍କେ ରଇତେ ରଇଲା । ପଚେ ସେ ଇସ୍ରାଏଲର୍ ଲକ୍ମନର୍ଟାନେ ବାକିଅ ସୁନାଇବାର୍ ଦାର୍ଲା ।
ଆନାନ୍ ଆରି କୟାପ୍ ନାଉଁର୍ ଦୁଇ ଲକ୍ ବଡ୍ ପୁଜାରି ରଇଲାଇ । ସେବେଲେ ଜିକରିୟର୍ ପଅ ଜଅନ୍, ମରୁବାଲି ବୁଏଁ ରଇଲାବେଲେ ପର୍ମେସରର୍ କାତା ସେ ସୁନ୍ଲା ।
ଜନ୍ଲକ୍ ମକେ ‘କିରିସ୍ଟ ସେ କି ନଏଁ ?’ ବଲି ନ ବାବିକରି ବିସ୍ବାସ୍ କର୍ସି, ତାର୍ କେଡେକ୍ ନିକ କରମ୍ ।”
ସେଟା ନଇଲେ ତମେ କାଇଟା ଦେକ୍ବାକେ ବାରଇଜାଇ ରଇଲାସ୍ ? କାଇ ଜବର୍ ଡାବୁଦେଇ ବସ୍ତର୍ ଗେନି ପିନ୍ଦିରଇବା ଗଟେକ୍ ଲକ୍କେ ଦେକ୍ବାକେ ? ଦେକା, ଜନ୍ ଲକ୍ମନ୍ ଜେ କି ସୁନ୍ଦର୍ ବସ୍ତର୍ ପିନ୍ଦିକରି, ସୁକର୍ ସଙ୍ଗ୍ ଦିନ୍ ବିତାଇବାଇ, ସେମନ୍ ତା ରାଜାର୍ ନଅରେ ରଇବାଇ ।
ଜିସାୟ ବବିସତ୍ବକ୍ତା ଜେନ୍ତି କଇରଇଲା, ଜଅନ୍ ସେମନ୍କେ ସେନ୍ତି କଇଲା । “ମୁଇ ମରୁବାଲି ବୁଏଁ ଆକ୍ମାରି ବୁଲ୍ବା ଗଟେକ୍ ସବଦ୍ ମାପ୍ରୁ ଜିବାକେ ଗଟେକ୍ ସଲକ୍ ବାଟ୍ ତିଆର୍ କରା !”
ତେବେ ଆମେ ସାନ୍ ପିଲାମନର୍ ପାରା ନ ଅଇ କରି, ଜଗତର୍ ମନସ୍ମନର୍ ସିକିଆଇ ଆରି ତାକର୍ ଦଦାପେଲା ଅଇବା ପାରା ବିଚାର୍ନା ଇସାବର୍ ବିନ୍ ବିନ୍ ସିକିଆଇ, ଗାଡର୍ ଲଅଡି ଆରି ମାର୍ବା ପବନ୍ ଜେନ୍ତାରି ଡଙ୍ଗାକେ ଏନେତେନେ କର୍ସି, ସେନ୍ତାରି ତାକର୍ ସିକିଆ ସୁନିକରି ଏନେତେନେ ନ ଅଉଁ ।
ଏ ଲକ୍ମନ୍ ପାନି ଆଁଟିଜାଇରଇବା ପାଜ୍ରା ପାରା । ଜବର୍ ପବନ୍ ଆସି ଉଡାଇନେବା ବାଦଲ୍ ପାରା । ପର୍ମେସର୍ ସେମନର୍ପାଇ ପୁରାପୁରୁନ୍ ଆନ୍ଦାର୍ ରଇବା ଗଟେକ୍ ଜାଗା ସଙ୍ଗଇଆଚେ ।
ଏ ଆଲାଦର୍ ବାଇମନ୍, ତମେ ଆଗେ ଅନି ଏ ସବୁ ବିସଇ ଜାନି ଜାଗର୍ତା ଅଇରୁଆ । କେଡେବଲ୍ ନିୟମ୍ ନ ମାନ୍ଲା ଲକର୍ ଆସାର୍ କାମର୍ ପାନ୍ଦ୍ଲଗେ ଅଦ୍ରି, ଡାଟ୍ସଙ୍ଗ୍ ରଇବା ବିସ୍ବାସେ ଅନି ଉନା ଉଆନାଇ ।