26 ସେନ୍ତାର୍ ନଇଲେ କାଇକେ ବାରଇ ଜାଇରଇଲାସ୍ ? କାଇ ଗଟେକ୍ ବବିସତ୍ବକ୍ତାକେ ଦେକ୍ବାକେ ? ମୁଇ ତମ୍କେ ସତ୍ କଇଲିନି, ଜଅନ୍ ବବିସତ୍ବକ୍ତାମନର୍ ତେଇଅନି ମିସା ଅଦିକାର୍ ରଇବା ଲକ୍ ।”
ଏ ମର୍ ନୁନା, ତୁଇ ସବୁର୍ ଉପ୍ରେ ରଇବା ପର୍ମେସରର୍ ଗଟେକ୍ ବବିସତ୍ବକ୍ତା ବଲି ଡାକ୍ପୁଟା ଅଇସୁ । ତୁଇ ସେ ପାଟାଇରଇବା ଗଟେକ୍ ଦୁତ୍ପାରା, ତାର୍ପାଇ ବାଟ୍ ତିଆର୍ କର୍ସୁ ।
“ଡୁବନ୍ ଦେଉ ଜଅନ୍ ଆସି ନିକ କାତା କଇବାଟା ଆରାମ୍ କର୍ବା ଜାକ, ମସାର୍ ନିୟମ୍ ଆରି ବବିସତ୍ବକ୍ତାମନର୍ କାତା ତମ୍କେ କାଡାଇ ନେଇତେ ରଇଲା । ଜଅନ୍ ଆଇଲା ପଚେ, ପର୍ମେସରର୍ ରାଇଜର୍ ସୁବ୍ କବର୍ ଜାନାଇଲାଇନି । ଆରି ନିଜର୍ ବପୁସଙ୍ଗ୍ ପର୍ମେସରର୍ ରାଇଜେ ଜିବାକେ ବେସି ଲକ୍ମନ୍ ଚେସ୍ଟା କଲାଇନି ।
ମାତର୍ ଆମେ ଲକ୍ମନର୍ତେଇଅନି ବଲି କଇଲେ ସବୁ ଲକ୍ ଆମ୍କେ ପାକ୍ନା ମାର୍ବାଇ । କାଇକେ ବଇଲେ, ଜଅନ୍ ସତଇସେ ପର୍ମେସରର୍ତେଇ ଅନି ଆଇଲା ବବିସତ୍ବକ୍ତା ବଲି ଆମର୍ ଜିଉଦି ଲକ୍ମନ୍ ବିସ୍ବାସ୍ କଲାଇନି ।
ସେଟା ନଇଲେ ତମେ କାଇଟା ଦେକ୍ବାକେ ବାରଇଜାଇ ରଇଲାସ୍ ? କାଇ ଜବର୍ ଡାବୁଦେଇ ବସ୍ତର୍ ଗେନି ପିନ୍ଦିରଇବା ଗଟେକ୍ ଲକ୍କେ ଦେକ୍ବାକେ ? ଦେକା, ଜନ୍ ଲକ୍ମନ୍ ଜେ କି ସୁନ୍ଦର୍ ବସ୍ତର୍ ପିନ୍ଦିକରି, ସୁକର୍ ସଙ୍ଗ୍ ଦିନ୍ ବିତାଇବାଇ, ସେମନ୍ ତା ରାଜାର୍ ନଅରେ ରଇବାଇ ।
ଜାର୍ ବିସଇ ନେଇକରି ଦରମ୍ ସାସ୍ତରେ ଲେକାଆଚେ । ପର୍ମେସର୍ କଇଲା, “ଆମେ ନିଜର୍ ଦୁତ୍କେ ତମର୍ ଆଗେ ପାଟାଇଲୁନି, ସେ ତମର୍ ମୁଆଟେ ତମର୍ପାଇ ବାଟ୍ ତିଆର୍ କର୍ସି, ଏ ସେ ଲକ୍ ।
ଜଅନ୍ ଗଟେକ୍ ବତିପାରା ଲାଗିକରି ଅଲପର୍ ପାଇ ଉଜଲ୍ ଦେଇତେରଇଲା । ଆରି ତମେ ସେ ଉଜଲ୍, ଅଲପ୍ ଦିନର୍ ପାଇ ପାଇକରି ସାର୍ଦା ଅଇରଇଲାସ୍ ।