28 ମୁଇ ତମ୍କେ ସତ୍ କଇଲିନି, ମାଇଜିମନର୍ ଟାନେଅନି ଜାତ୍ କରିରଇବା ସବୁର୍ ବିତ୍ରେ, ଜଅନର୍ ଟାନେଅନି ଆରି ମୁକିଅ କେ ମିସା ନାଇ, ଏଲେମିସା ପର୍ମେସରର୍ ରାଇଜେ ଜେ ସାନ୍, ସେ ଜଅନର୍ ଟାନେଅନି ବଡ୍ ।”
ମୁଇ ତମ୍କେ ସତ୍ କଇଲିନି, ଏ ଦୁନିଆଇ ପୁର୍ବେ ଅନି ଆଜିକେ ଜାକ ଜେତେକ୍ ଲକ୍ ସବୁ ଜନମ୍ ଅଇଲାଇଆଚତ୍, ସବୁ ଲକ୍ମନର୍ ବିତ୍ରେଅନି ଡୁବନ୍ ଦେଉ ଜଅନ୍ ବଡ୍ । ମାତର୍ ସରଗ୍ ରାଇଜେ ଜେ ସବୁର୍ଟାନେଅନି ସାନ୍, ସେ ଜଅନର୍ତେଇ ଅନି ବଡ୍ ।
ସେବେଲେ ଡୁବନ୍ ଦେଉ ଜଅନ୍ ଜିଉଦା ରାଇଜର୍ ମରୁବାଲି ବୁଏଁ ଆସି ଜାନାଇବାର୍ ଦାର୍ଲା ।
ତେବେ ଜଅନ୍ ସବୁଲକ୍ମନ୍କେ କଇଲା, “ମୁଇସିନା ତମ୍କେ ପାନିଟାନେ ଡୁବନ୍ ଦେଲିନି, ମାତର୍ ମର୍ଟାନେଅନି ଅଦିକ୍ ବପୁର୍ଲକ୍ ଆଇଲାନି, ମୁଇ ତାର୍ ଗତିଦାଙ୍ଗ୍ଡା ଅଇ ପାଦର୍ ପାଣ୍ଡଇ ମିସା କୁସ୍ଲାଇବାକେ ମର୍ ଅଦିକାର୍ ନାଇ । ସେ ତମ୍କେ ଜଇସଙ୍ଗ୍ ଆରି ସୁକଲ୍ ଆତ୍ମାଇ ଡୁବନ୍ ଦେଇସି ।
ଜାର୍ ବିସଇ ନେଇକରି ଦରମ୍ ସାସ୍ତରେ ଲେକାଆଚେ । ପର୍ମେସର୍ କଇଲା, “ଆମେ ନିଜର୍ ଦୁତ୍କେ ତମର୍ ଆଗେ ପାଟାଇଲୁନି, ସେ ତମର୍ ମୁଆଟେ ତମର୍ପାଇ ବାଟ୍ ତିଆର୍ କର୍ସି, ଏ ସେ ଲକ୍ ।
ଜନ୍ଲକ୍ମନ୍ ଏ ସବୁ କାତା ସୁନ୍ତେରଇଲାଇ, ସେମନ୍, ଜେନ୍ତାରିକି ସିସ୍ତୁମାଙ୍ଗୁମନ୍ ମିସା ପର୍ମେସରର୍ ଦାବିକଲାଟା ମାନି ଜଅନର୍ ଟାନେ ଡୁବନ୍ ନେଇରଇଲାଇ ।
“କେ ମିସା ମର୍ ନାଉଁଦାରି ଏ ପିଲାକେ ନାମ୍ସି, ସେ ମକେ ନାମ୍ସି । ଜେ ମକେ ନାମ୍ସି, ସେ ମର୍ ପାଟାଇରଇବା ବାବାକେ ନାମ୍ସି । ସେଟାର୍ପାଇ ତମର୍ ବିତ୍ରେ ଜେ ସବୁର୍ ଟାନେଅନି ସାନ୍, ସେ ପର୍ମେସର୍ ତେଇ ମୁକିଅ ।”