32 ଜନ୍ ପିଲାମନ୍ ଡାଣ୍ଡେବାଟେ ବସି ସେମନ୍ ସେମନ୍ ଡାକାଡାକିଅଇ କୁଆକୁଇ ଅଇବାଇ, “ ଅଇରେ, ଆମେ ତମର୍ଲଗେ ବାଉଁସି ପୁକ୍ଲୁ, ତମେ ନାଟ୍ କରାସ୍ନାଇ, ଦୁକର୍ ଗିତ୍ ଗାଇଲୁ, ତମେ କାନ୍ଦାସ୍ନାଇ, ସେମନ୍ ତାକର୍ପାରା ।
ତାର୍ ପଚେ ସାକ୍ଲିଆ ନଅଟା ବେଲେ ଆଟେ ଜାଇ, ଗଟେକ୍ ଦଲର୍ ଲକ୍ କାଇ କାମ୍ ନ କରି ଟିଆଅଇ ରଇଲାଟା ଦେକ୍ଲା ।
ଜିସୁ ଆରିତରେକ୍ କଇଲା, ଏବର୍ ଲକ୍ମନ୍କେ ମୁଇ କାର୍ ସଙ୍ଗ୍ ସମାନ୍ କର୍ବି ? ଆରି ସେମନ୍ କାର୍ ପାରା ?
କାଇକେବଇଲେ, ଡୁବନ୍ ଦେଉ ଜଅନ୍ ଆସି ଉପାସେ ରଇ, ଆମଟ୍ ଅଇଲା ପଲ୍ରସ୍ ମିସା କାଏନାଇ, ଆରି ତମେ ତାକେ କଇଲାସ୍ନି ଡୁମା ଦାରିଆଚେ ବଲି ।