35 ମାତର୍ ଜନ୍ଲକ୍ମନ୍ ପର୍ମେସରର୍ ଗିଆନ୍ ମାନ୍ବାଇ, ସେମନର୍ଟାନେ ମାପ୍ରୁ ସତ୍ ଇସାବେ ଡିସ୍ସି ।”
ମାତର୍ ନର୍ପିଲା ମୁଇ କାଇଲେ କି ପିଇଲେ ମକେ କାଉରାଟା ଆରି ମଦୁଆଟା ବଲି କଇଲାସ୍ନି । ସିସ୍ତୁ ମାଙ୍ଗୁମନର୍ ଆରି ପାପି ଲକ୍ମନର୍ ମଇତର୍ ବଲି କଇଲାସ୍ନି । ସେଟା ଜନ୍ଟା ଅବେ ଚାଡା, ପର୍ମେସରର୍ ବିଚାର୍ ସତ୍ ଆକା । ଏଟା ତାର୍ କାମେଅନି ଜାନାପଡ୍ସି ।”
ଜନ୍ଲକ୍ମନ୍ ଏ ସବୁ କାତା ସୁନ୍ତେରଇଲାଇ, ସେମନ୍, ଜେନ୍ତାରିକି ସିସ୍ତୁମାଙ୍ଗୁମନ୍ ମିସା ପର୍ମେସରର୍ ଦାବିକଲାଟା ମାନି ଜଅନର୍ ଟାନେ ଡୁବନ୍ ନେଇରଇଲାଇ ।
ପର୍ମେସର୍ ପାଟାଇରଇବା ନର୍ପିଲା ମୁଇ ଆସି କିଆପିଆ କଲିନି, ଆରି ତମେମନ୍ କଇଲାସ୍ନି, ଦେକା ଅ ! ଏ ଗଟେକ୍ କାଉରାଟା ଆରି ମଦୁଆଟା, ସିସ୍ତୁମାଙ୍ଗୁମନର୍ ଆରି ପାପିମନର୍ ମଇତର୍ ।
ଆରି ପାରୁସିମନର୍ ବିତ୍ରେଅନି ଗଟେକ୍ ଲକ୍ ଜିସୁକେ କାଇବାକେ ଡାକ୍ଲା । ତେଇ ଜିସୁ ପାରୁସିର୍ ଗରେ ଜାଇକରି କାଇବାକେ ବସ୍ଲା ।