40 ଜିସୁ ତାକେ କଇଲା, “ସିମନ୍ ତକେ ମୁଇ ଅଲପ୍ କଇବାର୍ ଆଚେ ।” ସେ କଇଲା, “ଗୁରୁ କୁଆ ତେବେ ।”
ଜିଉଦା ସଲ୍କେ ଜିସୁର୍ଲଗେ ଜାଇ ତାକେ “ଏ ଗୁରୁ ଜୁଆର୍ !” ବଲିକରି ଚୁମ୍ଲା ।
ମାପ୍ରୁର୍ ବିଚାର୍ କର୍ବା ଦିନ୍ କେଟ୍ଲେ କେତେ କେତେ ଲକ୍ ମକେ କଇବାଇ, ଏ ମାପ୍ରୁ, ତମର୍ ନାଉଁ ଦାରି ଆମେ ପର୍ମେସରର୍ ସୁବ୍କବର୍ ଜାନାଇ ଆଚୁ । ତମର୍ ନାଉଁ ଦାରି ଡୁମାମନ୍କେ କେଦି ଆଚୁ ଆରି କେତେକ୍ କାବାଅଇଜିବା କାମ୍ମନ୍ କରିଆଚୁ ।
ଦିନେକ୍ ଗଟେକ୍ ଜିଉଦି ନେତା ଜିସୁକେ ପାଚାର୍ଲା, “ଏ ନିମାନ୍ ଗୁରୁ ! ନ ସାର୍ବା ଜିବନ୍ ମିଲାଇବାକେ ମୁଇ କାଇଟା କର୍ବାର୍ ଆଚେ ?”
ତେଇ ସେମନ୍ ମନେ ମନେ କୁଆବଲା ଅଇବାଟା ଜାନିକରି ସେମନ୍କେ ଜିସୁ କଇଲା, “ତମେ କାଇକେ ସବୁଲକ୍ ନିଜର୍ ମନେ ମନେ ଏନ୍ତାରି କୁଆବଲା ଅଇଲାସ୍ନି ?
ଜିସୁ ସେମନ୍କେ କଇଲା, “ଜାକେ ଦୁକାଦାରି ରଇସି, ସେସେ ଅସ କାଇସି, ଜାକେ ଦୁକା ଦାରେ ନାଇ ତାକେ ଅସ ଲଡାନାଇ ।
ମାତର୍ ଜିସୁ ତାକର୍ ମନେ ବାବ୍ଲାଟା ଜାନିକରି, ଜନ୍ ଲକର୍ ଆତ୍ ସୁକିଜାଇରଇଲା, ତାକେ କଇଲା, “ଉଟ୍ ଆରି ସବୁଲକର୍ ମୁଆଟେ ଟିଆ ଅ ।” ଆରି ସେଲକ୍ ଉଟି ଟିଆଅଇଲା ।
ସେଟା ଦେକିକରି ଜନ୍ ପାରୁସି ତାକେ ଡାକିରଇଲା, ସେ ମନେ ମନେ ବାବ୍ଲା, “ଜଦି ଏ ଲକ୍ ବବିସତ୍ବକ୍ତା ଅଇରଇତା ବଇଲେ, ଆକେ ଜେ ଚିଇଲାନି, ସେ କେ ଆରି ସେଟା କେନ୍ତାର୍ ମାଇଜି, ବଲି ଜାନ୍ତା । କାଇକେବଇଲେ ସେ ଗଟେକ୍ ପାପି ମାଇଜି ।”
“ଗଟେକ୍ ସାଉକାରର୍ ରୁନ୍ ନେଇରଇବା ଦୁଇଲକ୍ ରଇଲାଇ, ଗଟେକ୍ଲକ୍ ପାଁଚ୍ସ ରୁପାଟାଙ୍ଗା ଆରି ଗଟେକ୍ଲକ୍ ପଚାସ୍ ରୁପାଟାଙ୍ଗା ରୁନ୍ କରିରଇଲାଇ ।
ଆରି ସେ କଇଲା, “ତମେ ମକେ ଗୁରୁ ଆରି ମାପ୍ରୁ ବଲି ଡାକ୍ଲାସ୍ନି, ସେଟା ଟିକ୍ସେ । କାଇକେ ବଇଲେ ଗୁରୁ ଆରି ମାପ୍ରୁ ମୁଇସେ ।”
ସେମନ୍ ମକେ ପାଚାର୍ବାକେ ମନ୍ କଲାଇନି ବଲି ଜିସୁ ଜାନିକରି ସେମନ୍କେ କଇଲା, “ଚନେକ୍ ଗାଲେ ତମେ ଆରି ମକେ ଦେକି ନାପାରାସ୍ ଆରି ଚନେକ୍ ଗାଲାପଚେ ମକେ ଦେକ୍ସା ବଲି କଇଲା ଏ କାତା ନେଇକରି ତମର୍ ତମର୍ ବିତ୍ରେ କାଇକେ କୁଆବଲା ଅଇଲାସ୍ନି ?
ତମେ ସବୁ ବିସଇ ଜାନିଆଚୁସ୍, ଏଟା ଏବେ ଆମେ ଜାନ୍ଲୁ । ଆରି କେ ତମ୍କେ ଜାନେ କି ନାଇ ବଲି, ପାଚାର୍ବାର୍ ଲଡା ନାଇ । ଏଟାର୍ପାଇ ତମେ ପର୍ମେସରର୍ଟାନେ ଅନି ଆସିଆଚୁସ୍ ବଲି ଆମେ ବିସ୍ବାସ୍ କଲୁନି ।”
ସେ ଦିନେକ୍ ରାତିଆ ଜିସୁର୍ ଲଗେ ଆସି କଇଲା, “ଏ ଗୁରୁ ଆମେ ଜାନୁ, ତମେ ପର୍ମେସର୍ ପାଟାଇରଇବା ଗଟେକ୍ ଗୁରୁ । କାଇକେ ବଇଲେ ଜଦି ଗଟେକ୍ ଲକର୍ ସଙ୍ଗ୍ ପର୍ମେସର୍ ନ ରଇଲେ, ତମେ ଜନ୍ ସବୁ କାବାଅଇଜିବା କାମ୍ମନ୍ କଲାସ୍ନି, ସେତ୍କି କାମ୍ମନ୍ କେ ମିସା କରିନାପାରତ୍ ।”