43 ସିମନ୍ କଇଲା, “ମୁଇ ବାବ୍ଲିନି, ସାଉକାର୍ ଜାକେ ଅଦିକ୍ ରୁନ୍ ଚାଡିଦେଲା, ସେ ।” ଜିସୁ ତାକେ କଇଲା, “ତମେ ଟିକ୍ ବିଚାର୍ କଲାସ୍ ।”
ରାଜା ତାକେ ଦୟା କଲା । ତେବର୍ପାଇ ତାକେ କେମା କରି ରୁନ୍ ନ ବାନ୍ଦାଇ ଚାଡିଦେଲା ।
ସେଲକ୍ ବେସି ବୁଦି ସଙ୍ଗ୍ ଉତର୍ ଦେଲା ଆଚେ ବଲି ଜିସୁ ଦେକି, ତାକେ କଇଲା, “ତୁଇ ପର୍ମେସରର୍ ରାଇଜେ ପୁର୍ବା ଲଗେସେ ଆଚୁସ୍ ।” ତାର୍ପଚେ ଆରି କେ ମିସା ଜିସୁକେ ପର୍ସନ୍ ପାଚାର୍ବାକେ ସାଆସ୍ କରି ନାପାର୍ଲାଇ ।
ଜିସୁ ଆରି ତାର୍ ସିସ୍ମନ୍ ଜିବାବେଲେ ଗଟେକ୍ ଗାଏଁ କେଟ୍ଲାଇ । ତେଇ ମାର୍ତା ନାଉଁର୍ ଗଟେକ୍ ମାଇଜି ଜିସୁକେ ତାର୍ ଗରେ ଡାକି ବସାଇଲା ।
ରୁନ୍ ବାନ୍ଦ୍ବାକେ ସେମନ୍କେ କାଇଟା ନ ରଇଲାଜେ, ସାଉକାର୍ ଦୁଇଲକର୍ ଜାକ ରୁନ୍ ଚାଡିଦେଲା । ତେବେ ସେମନର୍ ବିତ୍ରେ କେ ତାକେ ବେସି ଆଲାଦ୍ କର୍ସି ?”
ଆରି ଜିସୁ ସେ ମାଇଜିର୍ବାଟେ ମୁ ବୁଲାଇକରି ସିମନ୍କେ କଇଲା, “ଏ ମାଇଜିକେ ଦେକ୍ଲୁସ୍ନି ? ମୁଇ ତମର୍ ଗରେ ଆଇଲି, ମକେ ଗଡ୍ ଦଇବାକେ ପାନି ଦିଆସ୍ନାଇ, ମାତର୍ ଏ ତାର୍ ଆଁସୁପାନି ସଙ୍ଗ୍ ମର୍ ପାଦ୍ ବିଜାଇ ତାର୍ ଚେଣ୍ଡିସଙ୍ଗ୍ ସେଟା ପୁଚିଦେଲା ।
ତେବର୍ପାଇ ମୁଇ ତକେ କଇଲିନି, ଏ ମାଇଜିର୍ କେତେ କେତେ ପାପ୍ କେମାଅଇଲାଆଚେ, କାଇକେବଇଲେ ସେ ବେସି ଆଲାଦ୍ କଲା, ମାତର୍ ଜାକେ ଅଲପ୍ କେମା ଦିଆଅଇସି, ସେ ଅଲପ୍ ଆଲାଦ୍ କର୍ସି ।”