ଲୁକ୍ 7:44 - ସତିଅର୍ ବାଟ୍ ନୁଆ ନିୟମ୍ 202044 ଆରି ଜିସୁ ସେ ମାଇଜିର୍ବାଟେ ମୁ ବୁଲାଇକରି ସିମନ୍କେ କଇଲା, “ଏ ମାଇଜିକେ ଦେକ୍ଲୁସ୍ନି ? ମୁଇ ତମର୍ ଗରେ ଆଇଲି, ମକେ ଗଡ୍ ଦଇବାକେ ପାନି ଦିଆସ୍ନାଇ, ମାତର୍ ଏ ତାର୍ ଆଁସୁପାନି ସଙ୍ଗ୍ ମର୍ ପାଦ୍ ବିଜାଇ ତାର୍ ଚେଣ୍ଡିସଙ୍ଗ୍ ସେଟା ପୁଚିଦେଲା । အခန်းကိုကြည့်ပါ။ |
ବିନ୍ ଲକ୍ ଦେକ୍ବା ଇସାବେ, ସେ ବେସି ଦରମ୍ ଅଇ, ବିନ୍ ଲକ୍କେ ସାଇଜ କର୍ବାର୍ ଆଚେ । ଜେନ୍ତାରି କି ନିଜର୍ ପିଲାମନ୍କେ ନିକ ସଙ୍ଗ୍ ବଡାଇରଇସି, ଆଇଲା ଲକ୍ମନ୍କେ ଗତିଆ ଇସାବେ ଡାକ୍ସି, ପର୍ମେସରର୍ ସୁକଲ୍ ଲକ୍ମନର୍ ଗଡ୍ ଦଇଦେଇସି, ଦୁକ୍ କସ୍ଟେ ରଇବା ଲକ୍ମନ୍କେ ସାଇଜ କର୍ସି, ଲକ୍ମନ୍କେ ସାଇଜ କର୍ବାକେ ବିନ୍ ବିନ୍ କାମ୍ କର୍ତେରଇସି ।