9 ଜିସୁ ତାର୍ ଏ ସବୁ ବିସଇ ସୁନି କାବା ଅଇଗାଲା, ଆରି ବୁଲିକରି ତାର୍ ପଚେ ଆଇତେରଇବା ଲକ୍ମନ୍କେ କଇଲା, “ମୁଇ ତମ୍କେ କଇଲିନି, ଇସ୍ରାଏଲ୍ ବିତ୍ରେ ମିସା ଏତେକ୍ ବଡ୍ ବିସ୍ବାସି ନ ମିଲତ୍ ।”
ଜିସୁ ତାକେ କଇଲା, “ତମେ ଗଟେକ୍ ଡାଟ୍ସଙ୍ଗ୍ ବିସ୍ବାସ୍ କର୍ବା ମାଇଜି । ତୁଇ ମନ୍କଲାଟା ପୁରୁନ୍ ଅଇସି ।” ସେଦାପ୍ରେ ତାର୍ ଟକି ନିମାନ୍ ଅଇଲା ।
ଜିସୁ ଏଟା ସୁନି କାବା ଅଇଗାଲା, ଆରି ତାର୍ ସଙ୍ଗ୍ ଆଇବା ଲକ୍ମନ୍କେ କଇଲା, “ମୁଇ ସତ୍ କଇଲିନି, ଇସ୍ରାଏଲ୍ ବିତ୍ରେ କନ୍ ଲକର୍ଟାନେ ମିସା ଏ ଲକର୍ ପାରା ବିସ୍ବାସ୍ ମୁଇ ଦେକିନାଇ ।
ଜିସୁ ଡୁମାକେ ସେ ଲକର୍ତେଇଅନି କେଦ୍ଲା ପଚେ ସେ କାତାଅଇବାର୍ ଦାର୍ଲା । ଆରି ତେଇ ରଇଲା ଲକ୍ମନ୍ କାବାଅଇଜାଇ କଇଲାଇ । “ଇସ୍ରାଏଲ୍ ଦେସେ ଏନ୍ତାରି ଗଟ୍ନା ଆମେ କେବେ ଦେକି ନ ରଇଲୁ ।”
ଆରି ଜିସୁକେ ଡାକ୍ବାକେ ଜାଇରଇଲା ଲକ୍ମନ୍ ଗରେ ବାଉଡି ଆସି ଗତିଦାଙ୍ଗ୍ଡା ନିକ ଅଇରଇବାଟା ଦେକ୍ଲାଇ ।
ମାତର୍ ଜିସୁ ସେ ମାଇଜିକେ କଇଲା, “ତୁଇ ମକେ ବିସ୍ବାସ୍ କଲାର୍ପାଇ ବଲି ରକିଆ ପାଇଆଚୁସ୍, ସାନ୍ତିସଙ୍ଗ୍ ଉଟିଜା ।”
ମୁଇ ଗଟେକ୍ ଲକର୍ ତଲେ କାମ୍ କର୍ତେରଇଲେ ମିସା ମର୍ ତଲେ ସନିଅମନ୍ ଆଚତ୍ । ଆରି ମୁଇ ଗଟେକ୍ ଲକ୍କେ ଜା ବଲି କଇଲେ, ସେ ଜାଇସି । ବିନ୍ ଲକ୍କେ ଆଉ ବଇଲେ ସେ ଆଇସି । ମର୍ ଗତିଦାଙ୍ଗ୍ଡାକେ ଏଟା କର୍ ବଇଲେ, ସେ ସେଟା କର୍ସି ।”