12 ବାଟ୍ଲଗେ ଅଦର୍ଲା ବିଅନ୍, ଏନ୍ତାରି ଲକ୍ମନର୍ପାରା, ଜେମନ୍ ବାକିଅ ସୁନ୍ବାଇ । ତାର୍ପଚେ ସଇତାନ୍ ଆସି, ଜେନ୍ତିକି ସେମନ୍ ବିସ୍ବାସ୍ କରି ରକିଆ ନ ପାଅତ୍, ସେ ଲକ୍ମନର୍ ମନ୍ବିତ୍ରେଅନି ବାକିଅ ଜିକିନେଇସି ।
ଜନ୍ ଲକ୍ମନ୍ ସରଗ୍ ରାଇଜର୍ ବାକିଅ ସୁନି ନ ବୁଜତ୍, ସଇତାନ୍ ଆସି ସେମନର୍ ମନ୍ ବିତ୍ରେ ଅନି ଜନ୍ଟା ବୁନାଅଇ ରଇସି, ସେଟା ଜିକି ଦାରିଜାଇସି । ଏଟା ଅଇଲାନି ବାଟେ ଅଦ୍ରି ରଇବା ବିଅନର୍ ଅରତ୍ ।”
ଚାସି ସେ ଜମିଟାନେ ବିଅନ୍ ବୁନ୍ବା ବେଲେ କେତେଟା ମୁଞ୍ଜି ମଜା ବାଟେ ଅଦର୍ଲାଜେ ସେଟା ଚଡଇମନ୍ ଆସି କାଇଦେଲାଇ ।
ଜନ୍ଲକ୍ମନ୍ ସୁନ୍ବାଇ ଆରି ସୁନ୍ଲା ଦାପ୍ରେ, ସଇତାନ୍ ଆସି ସେମନ୍ର୍ ଟାନେଅନି ବୁନିରଇବା ବାକିଅ ଜିକି ନେଇସି, ସେମନ୍ ବୁନିରଇବା ବାଟ୍ଲଗର୍ ବିଅନ୍ ପାରା ।
“ଉଦାଅରନର୍ କାତା ଏନ୍ତାରି, ବିଅନ୍ ଅଇଲାନି ପର୍ମେସରର୍ ବାକିଅ ।
ପାକ୍ନାବାଡି ବୁଏଁ ଅଦର୍ଲା ବିଅନ୍ ଏନ୍ତାରି ଲକ୍ମନ୍କେ ବୁଜାଇସି । ସେମନ୍ ବାକିଅ ସୁନି ସାର୍ଦାସଙ୍ଗ୍ ମାନ୍ବାଇ, ମାତର୍ ସେମନ୍କେ ଚେର୍ ନ ରଇଲାର୍ପାଇ ବଲି ଚନେକ୍ ବିସ୍ବାସ୍ କର୍ବାଇ ଆରି କାଇଆଲେ ପରିକା ବେଲାଇ ବିସ୍ବାସ୍ ଚାଡିଦେବାଇ ।
“ଗଟେକ୍ ଚାସି ତାର୍ ବିଅନ୍ ବୁନ୍ବାକେ ବାରଇଲା । ସେ ବୁନୁ ବୁନୁ କେତେଟା ବିଅନ୍ ବାଟେ ଅଦର୍ଲା । ଲକ୍ମନ୍ ସେଟା ମାଣ୍ଡ୍ଚୁଣ୍ଡ କରିଦେଲାଇ ଆରି ଚଡଇମନ୍ ଆସି କାଇଦେଲାଇ ।
ସେ ଅସୁର୍ ସାଁପ୍କେ ବାଇରେ ବେଟି ପିଙ୍ଗିଦେଲାଇ । ସେ ଅସୁର୍ସାଁପ୍ ଦିଆବଲ୍ ବଲି ଡାକ୍ବା ସାଁପ୍ ରଇଲା । ଜେ କି ଗୁଲାଇ ଜଗତ୍ ନାଡାଇରଇଲା । ତାର୍ ଦୁତ୍ମନ୍କେ ଆରି ତାକେ ମିସ୍ତେ ଦର୍ତନି ଉପ୍ରେ ପିଙ୍ଗିଦେଲାଇ ।