ଲୁକ୍ 8:14 - ସତିଅର୍ ବାଟ୍ ନୁଆ ନିୟମ୍ 202014 ଆରି କାଟାବୁଟାମନର୍ ମଜାଇ ଅଦର୍ଲା ବିଅନ୍ ଏନ୍ତାରି ଲକ୍ମନ୍କେ ବୁଜାଇସି । ଜନ୍ଲକ୍ମନ୍ ବାକିଅ ସୁନ୍ବାଇ, ମାତର୍ ଜଗତର୍ ଚିନ୍ତା, ଦନ୍ ସଁପତିର୍ ଚିନ୍ତା କରି କରି ଚାପିଅଇଜିବାଇ । ତେଇ ନିକ ଦାନ୍ ନ ଅଏ । အခန်းကိုကြည့်ပါ။ |
ଏ ଜିବନର୍ ବିସଇନେଇ ଜେତ୍କି ଲକ୍ମନ୍ ସାଉକାର୍ ଅଇ ଆଚତ୍, ବିନ୍ ଲକ୍ମନର୍ଟାନେଅନି ସେମନ୍ ନିକ ବଲି ନ ବାବ୍ବାକେ ତିଆର୍ । ଦନ୍ ସଁପତି ଉପ୍ରେ ବେସି ଆସା କର୍ବାର୍ ନାଇ ବଲି ସେମନ୍କେ ସିକା । କାଇକେବଇଲେ ଡାବୁ ଦାପ୍ରେ ମାୟାଅଇଜାଇସି । ତାର୍ ବାଦୁଲେ ସେମନ୍କେ ଲଡାକେ ଲାଗ୍ବା ବିସଇ ସବୁ ଦେବାକେ ପର୍ମେସରର୍ଟାନେ ଆସା ରକ୍ବାକେ ସିକାଇଦେସ୍ । ସେ ଆକା ଆମର୍ପାଇ କାଇଟା ନ ଦେକି, ସବୁ ବିସଇ ସାର୍ଦା କର୍ବାକେ ଦେଇସି ।