23 ମାତର୍ ଡଙ୍ଗାଗାଟି ଗାଲାବେଲେ ଜିସୁ ସଇଦେଲା । ସେଡ୍କିବେଲେ ଗାଡେ ଅଟାତ୍ ବାଉପବନ୍ ଆଇଲା ଆରି ଡଙ୍ଗାଇ ପାନିପୁରି ବର୍ତି ଅଇବାର୍ ଦାର୍ଲା । ସେମନ୍ ବଡ୍ ବିପଦେ ପଡିଗାଲାଇ ।
ଦିନେକ୍ ଜିସୁ ଗିନେସରତ୍ ଗାଡ୍କଣ୍ଡି ଟିଆଅଇରଇଲା ବେଲେ ଲକ୍ମନ୍ ମାଣ୍ଡାଚୁଣ୍ଡା ଅଇ ପର୍ମେସରର୍ ବାକିଅ ସୁନ୍ତେରଇଲାଇ ।
ଦିନେକ୍ ଜିସୁ ଆରି ତାର୍ ସିସ୍ମନ୍ ଗଟେକ୍ ଡଙ୍ଗାଇ ଚଗ୍ଲାଇ, ଆରି ସେ ସିସ୍ମନ୍କେ କଇଲା, “ଆସା, ଗାଡ୍ ସେପାଟେ ଜୁ ।” ତେଇ ସେମନ୍ ଡଙ୍ଗା ମେଲ୍ଲାଇ ।
ଆମେ ସବୁଲକ୍ ରମ୍ ରାଇଜର୍ ଆସିଆ ଜାଗାର୍ ଗାଡ୍କଣ୍ଡି ରଇଲା ବିନ୍ ବିନ୍ ଜାଗାଇ ଜୁ ବଲି ଆଦ୍ରାମୁଦିୟମର୍ ଗଟେକ୍ ପାନିଜାଜେ ବସି ଗାଲୁ । ଆରି ମାକିଦନିଆ ବଲି ଗଟେକ୍ ଜାଗାର୍ ଆରିସ୍ତାକସ୍ ନାଉଁର୍ ତେସ୍ଲନିକି ଲକ୍ ଆମର୍ ସଙ୍ଗ୍ ରଇଲା ।
ଆରି ଆମେ ମିସା କାଇକେ ସବୁ ବେଲେ ଆମର୍ ଜିବନ୍ ବିପଦେ ପାକାଇତେ ରଇବୁ ?
ସେ ଆମର୍ ବାଦୁଲେ ବଡ୍ ପୁଜାରିଅଇ ପର୍ମେସରର୍ ମୁଆଟେ ଗାଲାଆଚେ । ଆରି ଜେତ୍କି ରକାମ୍ ପରିକା, ଜେତେକ୍ କସ୍ଟ ଆମେ ପାଇଲୁନି, ସେଟା ଆମର୍ ବଡ୍ ପୁଜାରି ସବୁବେଲେ ଆମର୍ ସଙ୍ଗ୍ ମିସିକରି କଲାନି । କାଇକେବଇଲେ ଜେତ୍କି ସବୁ ଆମେ କଲୁନି, ସେଟା ସବୁଜାକ ସେ ମିସା କଲା । ମାତର୍ ସେ କେଡେବେଲେ ମିସା ପାପ୍ କରେ ନାଇ ।