26 ପଚେ ଜିସୁ ଆରି ତାର୍ ସିସ୍ମନ୍ ଗାଲିଲି ମୁଆଟର୍ ସେପାଟେ ଗରାସିୟମନର୍ ଜାଗାଇ କେଟ୍ଲାଇ ।
ସେ ସିସ୍ମନ୍କେ କଇଲା, “ତମର୍ ବିସ୍ବାସ୍ କେନେ ଅଇଲା ?” ମାତର୍ ସେମନ୍ ଡରିକରି କାବାଅଇ ନିଜେ ନିଜେ କଇବାର୍ ଦାର୍ଲାଇ । “ତେବେ ଏ କେ ଜେ ପବନ୍ ଆରି ପାନିକେ ମିସା ଆଦେସ୍ ଦେଲା ଦାପ୍ରେ, ସେଟା ସବୁ ତାର୍ ଆଦେସ୍ ମାନ୍ବାଇ ।”
ଜିସୁ ଡଙ୍ଗାଇଅନି ଉତର୍ଲା ଦାପ୍ରେ, ସେ ନଅରର୍ ଗଟେକ୍ ଡୁମାଦାର୍ଲା ଲକ୍ ତାକେ ବେଟ୍ଅଇଲା । ସେ ବେସି ଦିନେଅନି କାଇଟା ନ ପିନ୍ଦିକରି ଗରେ ନ ରଇ, ମସ୍ନେ ରଇତେ ରଇଲା ।