ଲୁକ୍ 8:3 - ସତିଅର୍ ବାଟ୍ ନୁଆ ନିୟମ୍ 20203 ଏରଦ୍ ରାଜାର୍ ଗୁମସ୍ତା କୁଜାର୍ ମାଇଜି ଜଆନା, ସସନା, ଆରି କେତେକ୍ କେତେକ୍ ମାଇଜିମନ୍, ଜିସୁର୍ ସଙ୍ଗ୍ ରଇ ନିଜର୍ ନିଜର୍ ଦନ୍ ସାରାଇ ତାକେ ସେବା କର୍ତେରଇଲାଇ । အခန်းကိုကြည့်ပါ။ |
ବିନ୍ ଲକ୍ ଦେକ୍ବା ଇସାବେ, ସେ ବେସି ଦରମ୍ ଅଇ, ବିନ୍ ଲକ୍କେ ସାଇଜ କର୍ବାର୍ ଆଚେ । ଜେନ୍ତାରି କି ନିଜର୍ ପିଲାମନ୍କେ ନିକ ସଙ୍ଗ୍ ବଡାଇରଇସି, ଆଇଲା ଲକ୍ମନ୍କେ ଗତିଆ ଇସାବେ ଡାକ୍ସି, ପର୍ମେସରର୍ ସୁକଲ୍ ଲକ୍ମନର୍ ଗଡ୍ ଦଇଦେଇସି, ଦୁକ୍ କସ୍ଟେ ରଇବା ଲକ୍ମନ୍କେ ସାଇଜ କର୍ସି, ଲକ୍ମନ୍କେ ସାଇଜ କର୍ବାକେ ବିନ୍ ବିନ୍ କାମ୍ କର୍ତେରଇସି ।