ଲୁକ୍ 8:31 - ସତିଅର୍ ବାଟ୍ ନୁଆ ନିୟମ୍ 202031 ଆରି ଜିସୁ ଜେନ୍ତିକି ସେମନ୍କେ ପାତାଲେ ଜିବାକେ ଆଦେସ୍ ନ ଦେଏ, ଏଟାର୍ ପାଇ ସେମନ୍ ତାକେ ବାବୁଜିଆ କର୍ବାର୍ ଦାର୍ଲାଇ । အခန်းကိုကြည့်ပါ။ |
ଆଗ୍ତୁ ତରେକ୍ ସେ ପସୁ ବଁଚିରଇଲା । ମାତର୍ ଏବେ ଆରି ସେ ନ ବଁଚେ । ପାତାଲେଅନି ସେଟା ବାରଇ ଆଇସି । ତାକେ ଆରି ତରେକ୍ ସେ ଡଣ୍ଡ୍ ପାଇବା ଜାଗାଇ ନିଆଅଇସି । ଜଗତେରଇବା ଲକ୍ମନ୍, ସବୁ ତିଆର୍ ନ ଅଇବା ଆଗ୍ତୁ, ଜାର୍ ନାଉଁ ଜିବନ୍ରଇବା ବଇଟାନେ ଲେକାଅତ୍ନାଇ, ସେମନ୍ ସେ ପସୁକେ ଦେକି କାବାଅଇଜିବାଇ । କାଇକେବଇଲେ ସେ ଆଗ୍ତୁ ବଁଚିରଇଲା, ଏବେ ଆରି ସେଟା ବଁଚିରଏନାଇ । ମାତର୍ ସେଟା ଆରିତରେକ୍ ଆଇସି ।
ତେଇ ପସୁକେ ବନ୍ଦିକରି ନେଲାଇ । ତାର୍ ସଙ୍ଗ୍ ଜନ୍ ମିଚ୍ କଇବା ବବିସତ୍ବକ୍ତା, ଜେ କି ତାର୍ ମୁଆଟେ କାବାଅଇଜିବା କାମ୍ମନ୍ କର୍ତେରଇଲା, ତାକେ ମିସା ବନ୍ଦିଗରେ ନେଲାଇ । ଏ କାବାଅଇଜିବା କାମ୍ମନର୍ ଲାଗି ସେ ଲକ୍ମନ୍କେ ନାଡାଇରଇଲା । ଜନ୍ ଲକ୍ମନ୍ କି ପସୁର୍ ଚିନ୍ ଗଦିଅଇକରି ତାର୍ ମୁର୍ତିକେ ଜୁଆର୍ କର୍ତେରଇଲାଇ ସେ ପସୁ ଆରି ମିଚ୍ କଇବା ବବିସତ୍ବକ୍ତା ଦୁଇଲକ୍ଜାକ ଜିବନ୍ ରଇତେ ଗନ୍ଦ୍ ଅଇତେରଇବା ଜଇର୍ ଗାଡେ ପିଙ୍ଗାଅଇଲା ।