32 ତେଇ କୁପ୍ଲି ଲଗେ ଗଟେକ୍ ମାନ୍ଦା ଗୁସ୍ରି ରାସି ଚାର୍ତେ ରଇଲାଇ । ଆରି ସେ ଜେନ୍ତାରି ସେମନ୍କେ ସେ ଗୁସ୍ରି ମାନ୍ଦାର୍ ମଜାଇ ପୁର୍ବାକେ ଆଦେସ୍ ଦେଇସି, ଏଟାର୍ ପାଇ ସେମନ୍ ଜିସୁକେ ବାବୁଜିଆ କଲାଇ ।
ସୁକଲ୍ ଦିନ୍ସୁ କୁକୁର୍ମନ୍କେ ଦିଆସ୍ ନାଇ, ସେମନ୍ ପାସ୍ଲିକରି ତମ୍କେ ଚାବିପାକାଇବାଇ । ଗୁସ୍ରି ମନର୍ ମୁଆଟେ ମୁକ୍ତା ପାକାଆ ନାଇ, ସେମନ୍ ମୁକ୍ତାର୍ ମୁଲିଅ ନ ବୁଜିକରି ମାଣ୍ଡିପାକାଇବାଇ ।
ଆରି ଜିସୁ ଜେନ୍ତିକି ସେମନ୍କେ ପାତାଲେ ଜିବାକେ ଆଦେସ୍ ନ ଦେଏ, ଏଟାର୍ ପାଇ ସେମନ୍ ତାକେ ବାବୁଜିଆ କର୍ବାର୍ ଦାର୍ଲାଇ ।
ଜିସୁ ସେମନ୍କେ ଆଦେସ୍ ଦେଲା ଦାପ୍ରେ ଡୁମାମନ୍ ସେ ମୁନୁସର୍ଟାନେଅନି ବାରଇ ଗୁସ୍ରି ରାସିର୍ ମଜାଇ ପୁର୍ଲାଇ । ପୁର୍ଲାକେ ଗୁସ୍ରି ମାନ୍ଦା ଜବର୍ ପାଲାଇକରି ଗଡ୍ଗଡାବାଟେ ଜାଇ ଗାଡେ ଅଦ୍ରି ମରିଗାଲାଇ ।
ଜିସୁ ତାକେ କଇଲା, “ପର୍ମେସର୍ ତକେ ଦେଲାକେସେ ମର୍ ଉପ୍ରେ ତର୍ ଅଦିକାର୍ ଆଚେ, ମାତର୍ ତର୍ଟାନେ ମକେ ଜେ ସର୍ପି ଦେଲାଆଚେ, ତାର୍ ପାପ୍ ଅଦିକ୍ ଜବର୍ ।”
ମାତର୍ ତମେ ପର୍ମେସରର୍ ଲକ୍ । ଏ ଆଲାଦର୍ ପିଲାମନ୍, ସେନ୍ତାରି ବୁଲ୍ ସିକିଆ ଦେଉମନର୍ କାତା ମାନା ନାଇ । କାଇକେବଇଲେ ତମର୍ଟାନେ ରଇବା ଆତ୍ମା ଏ ଜଗତର୍ ଲକ୍ମନର୍ ଆତ୍ମାତେଇଅନି ଅଦିକ୍ ବପୁଟା ।
ଅଜାର୍ ବରସ୍ ସାର୍ଲାପଚେ ବନ୍ଦିଗରେଅନି ସଇତାନ୍କେ ମୁକ୍ଲାଇବାଇ ।