34 ଗୁସ୍ରି ଚାରାଇତେ ରଇଲା ଲକ୍ମନ୍ ସେ ଗଟ୍ନା ଦେକି ପାଲାଇକରି ନଅରେ ଆରି ଗାଉଁମନ୍କେ ଜାଇ ସେ କାତା ଜାନାଇଲାଇ ।
ମାଇଜିମନ୍ ତେଇଅନି ଇଣ୍ଡିଜାଇତେ ରଇଲାଇ । ଜିବାବେଲେ ଜିସୁକେ କବର୍ ଦେଇ ରଇବାଟାନେ ଜାଗି ରଇଲା କେତେଟା ସନିଅମନ୍ ନଅରେ ବାଉଡି ଗାଲାଇ । ଜାଇକରି ମୁକିଅ ପୁଜାରିମନ୍କେ ଏ ସବୁ ଅଇଲାଟା ଜାନାଇଲାଇ ।
ଆରି ତେଇ ଗୁସ୍ରି ଚାରାଇତେ ରଇବା ଲକ୍ମନ୍ ପାଲାଇ କରି ଡୁମା ଡସି ରଇଲା ଲକ୍ମନ୍କେ କାଇକାଇଟା ଅଇଲା ସେଟା ସବୁ କଇଦେଲାଇ ।
ଗୁସ୍ରିମନ୍କେ ଚାରାଇତେରଇବା ଲକ୍ମନ୍ ପାଲାଇ ଜାଇ ଗାଉଁ ଆରି ଗୁଡାମନ୍କେ ସେଟା ଜାନାଇଲାଇ । ଜାନାଇଲାଟା ସୁନି ଲକ୍ମନ୍ “ତେଇ କାଇଟା ଅଇଲାଆଚେ ?” ବଲି ଦେକ୍ବାର୍ ଆଇଲାଇ ।
ଜିସୁ ସେମନ୍କେ ଆଦେସ୍ ଦେଲା ଦାପ୍ରେ ଡୁମାମନ୍ ସେ ମୁନୁସର୍ଟାନେଅନି ବାରଇ ଗୁସ୍ରି ରାସିର୍ ମଜାଇ ପୁର୍ଲାଇ । ପୁର୍ଲାକେ ଗୁସ୍ରି ମାନ୍ଦା ଜବର୍ ପାଲାଇକରି ଗଡ୍ଗଡାବାଟେ ଜାଇ ଗାଡେ ଅଦ୍ରି ମରିଗାଲାଇ ।
ତେଇ ଲକ୍ମନ୍ ସେ ଗଟ୍ନା ଦେକ୍ବାକେ ବାରଇ ଆଇଲାଇ ଆରି, ସେମନ୍ ଜିସୁର୍ ଲଗେ ଆସି ଜନ୍ ମୁନୁସର୍ ଟାନେଅନି ଡୁମାମନ୍ ବାରଇଲାଇ, ସେ ଲକ୍ ଲୁଗା ପିନ୍ଦି ନିକ ମନର୍ ସଙ୍ଗ୍ ଜିସୁର୍ ପାଦ୍ ତଲେ ବସି ରଇବାଟା ଦେକି ଡରିଗାଲାଇ ।