36 ଆରି ଜନ୍ଲକ୍ମନ୍ ଏଟା ସବୁ ଦେକି ରଇଲାଇ, ସେମନ୍ ସେ ଡୁମା ଦାର୍ଲା ଲକ୍ କେନ୍ତାରି ନିକ ଅଇଲା, ସେଟା ବିନ୍ ଲକ୍ମନ୍କେ ଜାନାଇଲାଇ ।
ସିରିଆ ଦେସର୍ ଗୁଲାଇବାଟେ ତାର୍ ନାଉଁ ଜାନ୍ଲାଇ ଆରି ଲକ୍ମନ୍ ଡୁମା ଦାରିରଇବା, ମୁର୍ଚା ଅଇରଇବା, ଚେରେଙ୍ଗ୍ ଦାରି ରଇବା ଆରି ବିଆଦି ଦାରିରଇଲା ଲକ୍ମନ୍କେ ତାର୍ଲଗେ ଆନ୍ଲାଇ । ସେ ସବୁକେ ନିକ କଲା ।
ତେଇ ଗରାସିୟମନର୍ ଚାରିବେଡ୍ତିର୍ ଜାଗାର୍ ଲକ୍ମନ୍ ଜିସୁକେ ତାକର୍ଟାନେଅନି ଜିବାକେ ଗୁଆରି କଲାଇ । କାଇକେବଇଲେ ସେମନ୍ ବେସି ଡରିଜାଇ ରଇଲାଇ ଆରି, ଜିସୁ ଗଟେକ୍ ଡଙ୍ଗାଇ ବସି ବାଉଡି ଆଇଲା ।