4 ଜେଡେବେଲେ ଲକ୍ମନ୍ ଗଟେକ୍ ଜାଗାଇ ଟୁଲ୍ଅଇଲାଇ, ଆରି ନଅରେ ନଅରେ ଅନି ତାର୍ଲଗେ ଆଇଲାଇଜେ ଜିସୁ ଏନ୍ତି ଉଦାଅରନ୍ ଦେଇ କଇଲା,
ଦିନେକ୍ ଜିସୁ ତାର୍ ସିସ୍ମନର୍ ସଙ୍ଗ୍ ଗରେ ଅନି ବାରଇ ସମ୍ଦୁର୍ କଣ୍ଡି ଗାଲା । ତେଇ ସେ ବସିକରି ସିକାଇବାର୍ ଦାର୍ଲା ।
“ଗଟେକ୍ ଚାସି ତାର୍ ବିଅନ୍ ବୁନ୍ବାକେ ବାରଇଲା । ସେ ବୁନୁ ବୁନୁ କେତେଟା ବିଅନ୍ ବାଟେ ଅଦର୍ଲା । ଲକ୍ମନ୍ ସେଟା ମାଣ୍ଡ୍ଚୁଣ୍ଡ କରିଦେଲାଇ ଆରି ଚଡଇମନ୍ ଆସି କାଇଦେଲାଇ ।