47 ଜେଡେବଲ୍ ମାଇଜି ଦେକ୍ଲାଜେ ମୁଇ ଲୁଚିନାପାରି, ସେ ତର୍ତରି ତର୍ତରି ଆସି ଜିସୁର୍ ପାଦେ ଅଦ୍ରି, କାଇଟାର୍ ପାଇ ତାକେ ଚିଇଲା, ଆରି କେନ୍ତାରି ଦାପ୍ରେ ନିକ ଅଇଲା, ସେଟା ସବୁ ଲକର୍ ମୁଆଟେ ଜାନାଇଲା ।
ଏ କାତାସୁନି ସେମନ୍ ଦାପ୍ରେ କବର୍ଦେଲା ଟାନେଅନି ସିସ୍ମନର୍ ଲଗେ ପାଲାଇଲାଇ । ଡରିକରି ରଇଲେ ମିସା, ତାକର୍ ମନେ ବେସି ସାର୍ଦା ଜାନିପାର୍ତେ ରଇଲାଇ ।
ସେଡ୍କି ବେଲେ ସେ ମାଇଜିଟକି ତାକେ ଜନ୍ ଜନ୍ଟା ଗଟିଆଚେ, ସେଟା ଜାନି, ଡରିକରି ତର୍ତରି ତର୍ତରି ଆସି ଜିସୁର୍ ଗଡ୍ତଲେ ଅଦ୍ରି ସବୁ ସତ୍କାତା କଇଲା ।
ମାତର୍ ଜିସୁ କଇଲା, “କେ କି ଗଟେକ୍ ଲକ୍ ମକେ ଚିଇଲା, କାଇକେ ବଇଲେ ମର୍ ବିତ୍ରେଅନି ବପୁ ବାରଇଲା ବଲି ମୁଇ ଜାନ୍ଲି ।”
ତେଇ ଜିସୁ ତାକେ କଇଲା, “ନୁନି ତର୍ ବିସ୍ବାସ୍ ତକେ ନିମାନ୍ କଲାଆଚେ ସାନ୍ତିଅଇ ଉଟିଜା ।”
ବନ୍ଦି ଗର୍ ଜାଗୁଆଲ୍ ଗଟେକ୍ ବତି ଆନ୍ବାକେ ତିଆର୍ଲା । ଆରି ସେ ବତି ଦାର୍ଲା ଆରି ତର୍ତରି ତର୍ତରି ଆସି ପାଉଲ୍ ଆରି ସିଲାର୍ ଗଡ୍ ତଲେ ଅଦର୍ଲା ।
ସେବେଲେ ମୁଇ ତମର୍ ଲଗେ ଦୁର୍ବଲ୍ ଅଇ ଡରିକରି ରଇଲି ଆରି ତର୍ତରି ଗଜ୍ଗଜି ରଇଲି ।
ତେବେ ତମେ ତାର୍ ସବୁ ଆଦେସ୍ ମାନ୍ଲାସ୍ ଆରି ତମେ ତାକେ ସାର୍ଦାଇ ରଇସି କି ନ ରଏ ବଲି ଡରିକରି ରଇଲାଟା ସେ ଏତ୍ କଲା । ତମର୍ ପାଇ ରଇବା ତାର୍ ଆଲାଦ୍, ଅଦିକ୍ ଅଦିକ୍ ଅଇ ଆଇଲାନି ।
ତେବର୍ ପାଇ, ଏ ମର୍ ଆଲାଦର୍ ମଇତର୍ମନ୍, ତମେ ଜେନ୍ତାରିକି, ମାପ୍ରୁର୍ ଆଦେସ୍ ମାନିକରି ରଇଆଚାସ୍, ଜାଗିରଇ ଡରିକରି ତମର୍ ମୁକ୍ତିର୍ କାମ୍ ପୁରାପୁରୁନ୍ କରା । ମୁଇ ରଇଲାବେଲେସେ ନାଇ, ମାତର୍ ମୁଇ ଦୁରିକେ ରଇଲେ ମିସା ଏଟା କରା ।
ସେଟାର୍ପାଇ ଆମେ ପର୍ମେସର୍କେ ଦନିଅବାଦ୍ ଦେଉଁ । କାଇକେବଇଲେ ସେ ଆମ୍କେ ସାସନ୍ କଲାନି । ଆରି ତାର୍ ରାଇଜ୍ ନ ଚୁଲ୍ବୁଲେ । ତାକେ ସାର୍ଦା କରାଇବାକେ ଡରିକରି ସନ୍ମାନ୍ ସଙ୍ଗ୍ ଉପାସନା କରୁ ।