50 ମାତର୍ ଜିସୁ ଏଟା ସୁନି ଜାଇରସ୍କେ କଇଲା, “ଡରାନାଇ ଅବ୍କା ବିସ୍ବାସ୍ କରା, ସେ ବଁଚ୍ସି ।”
ମାତର୍ ଜିସୁ ସେମନ୍ କାତା ଅଇଲାଟା ନ ସୁନ୍ଲାପାରାଅଇ ପାର୍ତନା ଚାଲାଉକେ କଇଲା, “ଡରାନାଇ, ଆବ୍କା ବିସ୍ବାସ୍ କରା ।”
ଜିସୁ ତାକେ କଇଲା, “କାଇକେ ଜଦି ପାରୁସ୍ ବଇଲେ ନିମାନ୍ କର୍ ବଲିକରି କଇଲୁସ୍ନି ? କାଇକେବଇଲେ ପର୍ମେସର୍କେ ବିସ୍ବାସ୍ କର୍ବା ଲକ୍ମନର୍ ତେଇ ସବୁ ଅଇସି ।”
ତେଇ ଜିସୁ ତାକେ କଇଲା, “ନୁନି ତର୍ ବିସ୍ବାସ୍ ତକେ ନିମାନ୍ କଲାଆଚେ ସାନ୍ତିଅଇ ଉଟିଜା ।”
ଜିସୁ ଜାଇରସର୍ ଗରେ ଆସି ପିତର୍, ଜଅନ୍ ଆରି ଜାକୁବ୍ ଆରି ଟକିର୍ ବାବା ମାଆ କେ ଚାଡିକରି କାକେ ମିସା ବିତ୍ରେ ଡାକିନେଏ ନାଇ ।
ଜିସୁ ତାକେ କଇଲା, “ମୁଇ ଜିବନ୍ ଆରି ମରିକରି ଆରିତରେକ୍ ଉଟ୍ବା ଲକ୍ । ଜେ ମକେ ବିସ୍ବାସ୍ କର୍ସି, ସେ ମଲେ ମିସା, ବଁଚ୍ସି ।
ଜିସୁ ମାର୍ତାକେ କଇଲା, “ତୁଇ ଜଦି ବିସ୍ବାସ୍ କର୍ସୁ ବଇଲେ ପର୍ମେସରର୍ ମଇମା ଦେକ୍ସୁ ବଲି ମୁଇ ତକେ କଇ ନ ରଇଲି କି ?”
ଏ ବିସଇ ସାସ୍ତରେ ଲେକାଆଚେ “ତକେ ଆମେ ସବୁ ବଁସର୍ ବାବା କରିଆଚୁ ।” ପରମେସରର୍ ଇସାବେ ଏ କାତା ଦେଲାଟା ଟିକ୍ ରଇଲା, କାଇକେ ବଇଲେ ଜନ୍ ପରମେସର୍କେ ଅବ୍ରାଆମ୍ ବିସ୍ବାସ୍ କର୍ତେ ରଇଲା, ସେ ପର୍ମେସରର୍ ବାକିଅ ମଲା ଲକ୍ମନ୍କେ ଜିବନ୍ କର୍ସି ଆରି କାଇଟା ନଇଲାତେଇଅନି ସବୁ ବିସଇ ତିଆର୍ କର୍ସି ।
ସେ ତାର୍ ବିସ୍ବାସେଅନି ବିନେ ବେଗ୍ଲେ ନାଇ, କି ପରମେସର୍ ଦେଇରଇବା କାତା ଅଇସି କି ନଏଁ ବଲି କଏନାଇ । ସେ ବିସ୍ବାସ୍ କରି ବପୁ ସଙ୍ଗ୍ ପୁରାପୁରୁନ୍ ଅଇଲା ଆରି ସେ ପରମେସର୍କେ ଡାକ୍ପୁଟା କଲା ।