52 ମାତର୍ ସବୁ ଲକ୍ ଟକିର୍ ଲାଗି କାନ୍ଦି କାନ୍ଦି କରି ବୁକେ ମାରିଅଇତେ ରଇଲାଇ । ତେଇ ଜିସୁ କଇଲା “କାନ୍ଦା ନାଇ, ସେ ମରେ ନାଇ, ମାତର୍ ସଇ ଦେଲାଆଚେ ।”
“ଆମେ ବିବା ବାଜା ବାଜାଇଲୁ, ମାତର୍ ତମେ ନାଟ୍ କରାସ୍ ନାଇ । ଦୁକର୍ ଗିତ୍ ଗାଇଲୁ ତମେ କାନ୍ଦାସ୍ ନାଇ ।
ଆରି ବେସି ଲକ୍ମନ୍ ଜିସୁର୍ ପଚେ ପଚେ ଜାଇତେ ରଇଲାଇ । ତେଇ କେତେଟା ବୁକେ ପିଟିଅଇ କାନ୍ଦ୍ବା ମାଇଜିମନ୍ ମିସା ରଇଲାଇ ।
ଆରି ଜନ୍ ଲକ୍ମନ୍ ଏ ଗଟ୍ନା ଦେକ୍ବାକେ ରୁଣ୍ଡିରଇଲାଇ ସେମନ୍ ସେଟା ସବୁ ଦେକି ଦୁକ୍କରି ବୁକେ ମାରିଅଇ ଗରେ ବାଅଡ୍ଲାଇ ।
ଜିସୁ ଜାଇରସର୍ ଗରେ ଆସି ପିତର୍, ଜଅନ୍ ଆରି ଜାକୁବ୍ ଆରି ଟକିର୍ ବାବା ମାଆ କେ ଚାଡିକରି କାକେ ମିସା ବିତ୍ରେ ଡାକିନେଏ ନାଇ ।
ମାତର୍ ଟକି ମରିଗାଲାଆଚେ ବଲି ଜାନି ରଇଲାଇଜେ ଲକ୍ମନ୍ ଜିସୁକେ କିଜାଇବାର୍ ଦାର୍ଲାଇ ।
ମାତର୍ ଜିସୁ ଏ କାତା ସୁନିକରି କଇଲା, “ଏ ଜର୍ ମର୍ବାପାଇ ଅଏ ନାଇ, ମାତର୍ ପର୍ମେସରର୍ ମଇମାର୍ ପାଇ । ସେଟାର୍ ଲାଗି, ତାର୍ ପଅ, ମୁଇ ମିସା ମଇମା ପାଇବି ।”