53 ମାତର୍ ଟକି ମରିଗାଲାଆଚେ ବଲି ଜାନି ରଇଲାଇଜେ ଲକ୍ମନ୍ ଜିସୁକେ କିଜାଇବାର୍ ଦାର୍ଲାଇ ।
ଜିସୁ କଇଲା, “ସବୁ ଲକ୍ ଇତିଅନି ବାରଇଜା । ଏ ଟକିତା ମରେନାଇ, ସଇଆଚେ ।” ତାର୍ କାତା ସୁନି ତେଇ ରଇଲା ଲକ୍ମନ୍ ତାକେ କିଜାଇବାର୍ ଦାର୍ଲାଇ ।
ପାରୁସି ଦଲର୍ ଲକ୍ମନ୍ ଏ ସବୁ କାତା ସୁନି ଜିସୁକେ ଟାପ୍ରା କଲାଇ, କାଇକେ ବଇଲେ ଡାବୁ ଆକା ସେମନର୍ ଜିବର୍ ଦନ୍ ବଲି ବାବ୍ତେ ରଇଲାଇ ।
ମାତର୍ ସବୁ ଲକ୍ ଟକିର୍ ଲାଗି କାନ୍ଦି କାନ୍ଦି କରି ବୁକେ ମାରିଅଇତେ ରଇଲାଇ । ତେଇ ଜିସୁ କଇଲା “କାନ୍ଦା ନାଇ, ସେ ମରେ ନାଇ, ମାତର୍ ସଇ ଦେଲାଆଚେ ।”
ମାତର୍ ଜିସୁ ଟକିର୍ ଆତେ ଦାରି କଇଲା, “ଏ ନୁନି ଉଟ୍ ।”
ଜିସୁ ତିଆର୍ଲା, “ଏ ପାକ୍ନା ଗୁଚାଇଦିଆସ୍ ।” ମରିଜାଉ ଲାଜାରର୍ ବଇନି ମାର୍ତା କଇଲା, “ମାପ୍ରୁ ସେଟା କୁଇକରି ଗନ୍ଦି ଗାଲାବେ, କାଇକେବଇଲେ, ତାକେ କବର୍ଦେଇ ଚାର୍ଦିନ୍ ଅଇଗାଲା ।”