55 ତେଇ ଟକିର୍ ଜିବନ୍ ବାଉଡି ଆଇଲା, ଆରି ସେ ସେଡ୍କି ବେଲେସେ ଉଟ୍ଲା । ଜିସୁ ତାକେ କାଇଟା ଆଲେ କାଇବାକେ ଦିଆସ୍ ବଲି ଆଦେସ୍ ଦେଲା ।
ଜେନ୍ତି ଆରି, କେ ମିସା ଟକିକେ ଗଟ୍ଲା ବିସଇ ନାଜାନତ୍, ତେବର୍ ପାଇ ସେ ଟକିର୍ ଆୟାବାବାକେ ଅଦିକ୍ ଡାଟ୍ ସଙ୍ଗ୍ ଆଦେସ୍ ଦେଲା, ଆରି “ଟକିକେ କାଇଟା ଆଲେ କାଇବାକେ ଦିଆସ୍ ।” ବଲି କଇଲା ।
ମାତର୍ ଜିସୁ ଟକିର୍ ଆତେ ଦାରି କଇଲା, “ଏ ନୁନି ଉଟ୍ ।”
ତେଇ ଟକିର୍ ବାବା ମା କାବା ଅଇଗାଲାଇ, ମାତର୍ ଜିସୁ ସେ ଗଟ୍ନାର୍ କାତା କାକେ ଜାନାଆ ନାଇ ବଲି ଆଦେସ୍ ଦେଲା ।
ଡାକ୍ଲା ଦାପ୍ରେ ମଲା ଲାଜାର୍ ବାରଇ ଆଇଲା । ତାର୍ ଆତେ ଗଡେ ମଡା ଲୁଗା ବାନ୍ଦାଅଇରଇଲା । ମୁଏ ମିସା ଗର୍ଣ୍ଡା ଗୁଡିଆଇ ଅଇରଇଲା । ଜିସୁ ସେମନ୍କେ କଇଲା “ତାକେ ବାନ୍ଦ୍ଲାଟା କୁସ୍ଲାଇ କରି, ଜିବାକେ ଦିଆସ୍ ।”