7 କେତେଟା କାଟାବୁଟାମନର୍ ମଜାଇ ଅଦର୍ଲା । କାଟାବୁଟାମନ୍ ଦାପ୍ରେ ବଡିକରି ଆଁକର୍ଲାଟାମନ୍କେ ଚାପିଦେଲା ।
କାଟାବୁଟା କେନ୍ତାର୍କି ସାନ୍ ବୁଟାମନ୍କେ ଚାପି ଗିଲିଦେଇସି, ସେନ୍ତାରି ଏ ଜଗତର୍ ପାଇଟି କାବାଡ୍ ଆରି ଦନ୍କେ ଲବ୍ ଅଇକରି, କେତେକ୍ ଲକ୍ମନର୍ ଟାନେ କେଟିରଇବା ବାକିଅ ନସାଇଦେଇସି । ସେମନ୍ କାଟାବୁଟାଇ ଅଦର୍ଲା ବିଅନ୍ ପାରା । ସେମନର୍ କାଇ ପସଲ୍ ନ ପାଚାଅତ୍ ।
ଆରି କେତେଟା ବିଅନ୍ କାଟାବୁଟା ବିତ୍ରେ ଅଦର୍ଲା, ଆରି କାଟାବୁଟା ଆଁକ୍ରି ଗାଜା ଅଇଲା । ବିଅନର୍ ଚାରିବେଡ୍ତି ବର୍ଡି ଜାଇ ସେଟା ସବୁ ଗିଲିଦେଲା ।
ଆରି କେତେକ୍ ବିଅନ୍ କାଟା ବୁଟା ମଜାଇ ଅଦର୍ଲା, ଆରି କାଟା ବୁଟାମନ୍ ଉଟି ବଡିକରି ଗାଜା ଅଇ ସବୁକେ ଚାପି ପାକାଇଲାଇ । ଚାପିଦେଲାକେ କାଇ ଦାନ୍ ମିସା ଅଏ ନାଇ ।
“ମାତର୍ ତମେ ନିଜର୍ ନିଜର୍ ବିସଇ ନେଇକରି ଜାଗ୍ରତ୍ ରୁଆ । ତମର୍ ମନ୍ ସବୁବେଲାଇ ବଜିବାତ୍ କରି ମଦ୍ ପେଣ୍ଡମ୍ କାଇବା ବିସଇ ଆରି କେନ୍ତାର୍ ଜିଇବାର୍ ଅଇସି କେନ୍ତାର୍ ନାଇ ବଲି ଚିନ୍ତାକରି ରଇଲାବେଲେ, ସେ ଦିନ୍ ଅଟାତ୍ ପାନ୍ଦ୍ ପାରା ଆସି ଲାଗିଜାଇସି ।
ଆରି କାଟାବୁଟାମନର୍ ମଜାଇ ଅଦର୍ଲା ବିଅନ୍ ଏନ୍ତାରି ଲକ୍ମନ୍କେ ବୁଜାଇସି । ଜନ୍ଲକ୍ମନ୍ ବାକିଅ ସୁନ୍ବାଇ, ମାତର୍ ଜଗତର୍ ଚିନ୍ତା, ଦନ୍ ସଁପତିର୍ ଚିନ୍ତା କରି କରି ଚାପିଅଇଜିବାଇ । ତେଇ ନିକ ଦାନ୍ ନ ଅଏ ।
କେତେଟା ପାକ୍ନା ବାଡି ରଇଲା ବୁଏଁ ଅଦର୍ଲା, ସେଟା ଆଁକ୍ରି ଗାଜା ଅଇଲା, ମାତର୍ ମାଟି ନ ବିଜିରଇଲାଜେ ସୁକିଗାଲା ।
ଆରି ବାକି କେତେଟା ନିକ ଜମିଟାନେ ଅଦର୍ଲା ଆରି ସଏ ଗୁନ୍ ପଲ୍ ପଲ୍ଲା ।” ଏଟା କଇସାରାଇ ଜିସୁ ଆଉଲିଅଇକରି କଇଲା, “ଜାକେ ସୁନ୍ଲାପାରା କାନ୍ ଆଚେ, ସେ ସୁନ ।”