3 ସେମନ୍କେ କଇଲା, “ତମେ ଜିବାବେଲେ ଡାଙ୍ଗ୍ କି ମୁନା କି ରୁଟି, କି ଡାବୁ କାଇଟା ମିସା ନିଆନାଇ । ପିନ୍ଦ୍ଲାଟା ଚାଡିକରି ଆରି ଉଚ୍କା ନିଆନାଇ ।
ପଚେ ସେ ଚାରିବେଡ୍ତିର୍ ଗାଉଁ ମନ୍ ବୁଲି ବୁଲି ସିକିଆ ଦେବାର୍ ଦାର୍ଲା । ଏତ୍କି ବିତ୍ରେ ସେ ବାରଟା ସିସ୍ମନ୍କେ ଲଗେ ଡାକି, ଦୁଇ ଦୁଇ ଲକ୍କେ ପାଟାଇବାର୍ ଆରାମ୍ କଲା, ସେମନ୍କେ ଡୁମାମନ୍କେ ଚାଡାଇବାକେ ଅଦିକାର୍ ଦେଲା ।
ଜିସୁ ନିଜର୍ ସିସ୍ମନ୍କେ କଇଲା, “ଏଟାର୍ପାଇ ମୁଇ ତମ୍କେ କଇଲିନି, କାଇଟା କାଇକରି ଜିବନ୍ ବଁଚାଉ ଆରି ଗାଗଡର୍ପାଇ କାଇଟା ପିନ୍ଦ୍ବୁ ବଲି ଚିନ୍ତା କରାନାଇ ।
ଆଜି ଜନ୍ ଗାଁସ୍ ପଦାଇ ଆଚେ, କାଲିକେ ସେଟା ରୁଣ୍ଡାଇ ଜଇ ଲାଗାଇବାଇ । ସେଟାକେ ପର୍ମେସର୍ ଏନ୍ତାରି ବେସ୍ ଦେଲାନି ବଇଲେ, ଏ ଅଲପ୍ ବିସ୍ବାସ୍ କର୍ବା ଲକ୍ମନ୍, ସେ ତମ୍କେ ପିନ୍ଦ୍ବାକେ କେତେକ୍ ଅଦିକ୍ ଦେଇସି !”
ଜିସୁ ତାର୍ ସିସ୍ମନ୍କେ ପାଚାର୍ଲା । “ମୁଇ ତମ୍କେ ପାଟାଇଲାବେଲେ ବେସ୍ନି, ମୁନା ଆରି ପାଣ୍ଡଇ ନ ନେବାକେ କଇରଇଲି । ସେବେଲାଇ ତମ୍କେ କାଇ ଅବାବ୍ ଅଇଲା କି ?” “ନାଇ, କାଇଟା ମିସା ଅବାବ୍ ଅଏ ନାଇ ।” ବଲି କଇଲାଇ ।
ଜଅନ୍ ସେମନ୍କେ କଇଲା “ଜାର୍ଟାନେ ଦୁଇଟା ପିନ୍ଦ୍ବା ଲୁଗା ଆଚେ, ଜାକେ ନାଇ, ତାକେ ସେ ଗଟେକ୍ ଦେଅ, ଆରି ଜାର୍ଟାନେ କାଦି ଆଚେ, ସେ ମିସା ସେନ୍ତାରି ବାଟା କରି ଦେଅ ।”
ଆରି ଲେବି ଜିସୁର୍ପାଇ ନିଜର୍ ଗରେ, ଗଟେକ୍ ବଡ୍ ବଜିକଲା । ତେଇ ସିସ୍ତୁମାଙ୍ଗୁମନ୍, ଅଦିକ୍ ଲକ୍ ଆରି ବିନ୍ ବିନ୍ ଲକ୍ମନର୍ ସଙ୍ଗ୍ ସେ କାଇବାକେ ବସ୍ଲା ।
ଜେଡେବେଲେ ତମ୍କେ ଜାର୍ ଗରେ ଡାକିନେବାଇ, ସେ ନଅର୍ ଚାଡି ଜିବାଜାକ ତେଇସେ ରୁଆ ।
ଗଟେକ୍ ସନିଅର୍ ବିସଇ ବାବିଦେକା । ସଇନ ଜୁଇଦ୍କେ ଜିବାକେ ଜାଗ୍ରତ୍ ଅଇବାବେଲେ, ଏ ଜଗତର୍ ବିସଇ କର୍ବାକେ ମନ୍ ନ ଦେଏ । କାଇକେବଇଲେ, ସେ ତାର୍ ଉପ୍ରର୍ ଅଦିକାରିକେ ସାର୍ଦା କରାଇବାକେ ମନ୍ କର୍ସି ।