32 ସେଡ୍କିବେଲେ ପିତର୍ ଆରି ତାର୍ ସଙ୍ଗର୍ ଲକ୍ମନ୍ ଟାଟିଅଇତେ ସଇଦେଇରଇଲାଇ, ମାତର୍ ସେମନ୍ ଚେତାଅଇ ଜାଗ୍ରତ୍ ଅଇବାକେ, ଜିସୁର୍ ମଇମା ଆରି ତାର୍ସଙ୍ଗ୍ ଦୁଇଲକ୍ ଟିଆଅଇରଇବାଟା ଦେକ୍ଲାଇ ।
ତାର୍ପଚେ ସେ ସିସ୍ମନର୍ ଲଗେ ଆରି ତରେକ୍ ବାଉଡି ଆସି ଦେକ୍ଲା । ସେମନ୍ ଆରିତରେକ୍ ସଇଦେଇରଇଲାଇ । ସେମନର୍ ଆଁକିତେଇ ଗୁନ୍ ଡାବି ଆଇତେରଇଲାଜେ ସେମନ୍ ଜିସୁକେ କାଇବଲି ମିସା କଇବାକେ ଜାନି ନାପାର୍ଲାଇ ।
ଆରି ସେ ବାକିଅ ନର୍ ଲକ୍ ଅଇକରି ଆମର୍ ସଙ୍ଗ୍ ଜିଇଲା । ତାର୍ ସତ୍ ଆରି ଜିବନ୍ ଦୁକାଇବାଟା ପୁରାପୁରୁନ୍ ରଇଲା । ତାର୍ ବାବାର୍ ଗଟେକ୍ସେ ପିଲା ବଲି ସେ ମଇମା ପାଇରଇଲା । ତାର୍ ମଇମା ଆମେ ଦେକିଆଚୁ ।
ଏ ବାବା, ତମେ ମକେ ଜନ୍ ଲକ୍ମନ୍କେ ଦେଇଆଚାସ୍, ମୁଇ ଜନ୍ ଜାଗାଇ ରଇବି, ସେମନ୍ ମିସା ମର୍ ସଙ୍ଗ୍ ରଅତ୍ ବଲି ମନ୍ କଲିନି । ତେବେ ମକେ ଦେଇରଇବା ଡାକ୍ପୁଟା ସେମନ୍ ଦେକ୍ବାଇ । କାଇକେ ବଇଲେ ତମେ ଏ ଦୁନିଆ ତିଆର୍ କର୍ବା ଆଗ୍ତୁସେ ମକେ ଆଲାଦ୍ କରିଆଚାସ୍ ।
ଆମର୍ ମାପ୍ରୁ ଜିସୁକିରିସ୍ଟ ତାର୍ ସବୁ ବପୁର୍ସଙ୍ଗ୍ ବାଉଡି ଆଇସି ବଲି ତମ୍କେ କଇରଇଲୁ । ସେଟା ବିନ୍ ଲକ୍ ତାକର୍ ଚାଲାକିକରି ତିଆର୍କଲା ଗଟେକ୍ କାତାନି ନଏଁ ।
ଏ ମର୍ ଆଲାଦର୍ ମଇତର୍ମନ୍, ଏବେ ଆମେ ପର୍ମେସରର୍ ପିଲାଜିଲା ଅଇଆଚୁ । ପଚ୍କେ ଆମେ କେନ୍ତାର୍ ଅଇରଇବୁ ବଲି ଏବେଜାକ ନାଜାନୁ । ମାତର୍ ଜେଡେବେଲେ କିରିସ୍ଟ ଏଜଗତେ ବାଉଡି ଆଇସି, ସେବେଲେ ସେ ଜେନ୍ତାରି ଆଚେ, ସେନ୍ତାରି ତାକେ ଆମେ ଦେକ୍ବୁ । ଆମେ ମିସା ତାର୍ପାରା ଅଇଜିବୁ । ଏଟା ସତ୍ ।